7 ଗଦ ଆରି ତାର୍ ପିଲାକେ ଦାରି ଆସି ତାକର୍ ଉପ୍ରେ ଲୁଗାମନ୍ ଅଚାଇ ଦେଲାଇ ଆରି ଜିସୁ ଗଦ ଉପ୍ରେ ବସ୍ଲା ।
“ତମେ ମୁଆଟେ ରଇଲା ସେ ଗାଏଁ ଜାଆ । ତେଇ କେଟ୍ଲା ଦାପ୍ରେ, ଗଟେକ୍ ଗଦ ବାନ୍ଦିଅଇ ରଇବାଟା ଦେକ୍ସା ଆରି ତାର୍ ଲଗେ ତାର୍ ପିଲା ଆଚେ । ସେମନ୍କେ ମେଲି ମର୍ଲଗେ ଦାରି ଆସା ।
ସିସ୍ମନ୍ ଜାଇ ଜିସୁ କଇବା ଇସାବେ କଲାଇ ।
ତେଇ ରଇଲା ଲକ୍ମନ୍ ଜିସୁ ଜିବା ବାଟେ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ଆରି କେତେକ୍ ଲକ୍ମନ୍ କଜ୍ରି ଡାଲ୍ ଆନି କରି ସେ ବାଟେ ଅଚାଇଦେଲାଇ ।