8 ତେଇ ରଇଲା ଲକ୍ମନ୍ ଜିସୁ ଜିବା ବାଟେ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ଆରି କେତେକ୍ ଲକ୍ମନ୍ କଜ୍ରି ଡାଲ୍ ଆନି କରି ସେ ବାଟେ ଅଚାଇଦେଲାଇ ।
ଗଦ ଆରି ତାର୍ ପିଲାକେ ଦାରି ଆସି ତାକର୍ ଉପ୍ରେ ଲୁଗାମନ୍ ଅଚାଇ ଦେଲାଇ ଆରି ଜିସୁ ଗଦ ଉପ୍ରେ ବସ୍ଲା ।
ବେସି ଲକ୍ମନ୍ ଜିସୁକେ ସନ୍ମାନ୍ ଦେବାକେ ନିଜର୍ ନିଜର୍ ପଚିଆମନ୍ ବାଟେ ଅଚାଇଦେଲାଇ ଆରି ବିନ୍ଲକ୍ମନ୍ ଗଚର୍ ଡାଲ୍ପତର୍ ଆରି କେନ୍ଦାମନ୍ କାଟିଆନିକରି ବାଟେ ଅଚାଇଦେଲାଇ ।
ଆରି ଜିସୁ ଗାଲା ବାଟେ ଲକ୍ମନ୍ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ।
ସେଟାର୍ ପାଇ ସେମନ୍ କଜ୍ରିଡାଲ୍ ଦାରି ଜିସୁକେ ବେଟ୍ଅଇବାର୍ ଗାଲାଇ, ଆରି ଆଉଲିଅଇକରି କଇଲାଇ, “ଅସାନା, ଜେ ମାପ୍ରୁର୍ ନାଉଁଦାରି ଆଇଲାନି ତାର୍ ମଙ୍ଗଲ୍ ଅ, ପର୍ମେସର୍ ତାକେ ଆସିର୍ବାଦ୍ କର । ସେ ଇସ୍ରାଏଲର୍ ରାଜା ଡାକ୍ପୁଟା ପାଅ ।”