ମାତିଉ 22:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେମନ୍ ତାକର୍ କେତେଟା ସିସ୍ମନ୍କେ ଆରି ଏରଦର୍ ଦଲେଅନି କେତେଟା ଲକ୍ମନ୍କେ ଜିସୁର୍ ଲଗେ ପାଟାଇଲାଇ । ଏମନ୍ ଆସି ଜିସୁକେ ପାଚାର୍ଲାଇ, “ଗୁରୁ, ତମେ ସତ୍ କଇସା ଆରି ପର୍ମେସରର୍ ସତ୍ ବିସଇ ସିକିଆ ଦେବାଟା ଆମେ ଜାନୁ । ତମେ ମୁନୁସ୍ମନର୍ ମର୍ଜିତାକେ କାତୁର୍ କରାସ୍ ନାଇ । ଲକ୍ମନ୍ କାଇ ବଲି ବାବ୍ବାଇ ବଲି ଚିନ୍ତା କରାସ୍ ନାଇ । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।