2 ପର୍ମେସରର୍ ସରଗ୍ ରାଇଜ୍ ଏନ୍ତାରି । ତରେକ୍ ଗଟେକ୍ ରାଜା ତାର୍ ପିଲାର୍ପାଇ ବଜି କରାଇଲା ।
ଜିସୁ ତାର୍ ସିସ୍ମନ୍କେ ଆରି ଗଟେକ୍ ବିସଇ କାତାନି ଇସାବେ କଇଲା, ସରଗ୍ ରାଇଜ୍ ଏନ୍ତାରି ଗଟେକ୍ ଲକର୍ ପାରା । ସେ ଲକ୍ ତାର୍ ଜମିଟାନେ ନିକ ବିଅନ୍ ବୁନ୍ଲା ।
ଜିସୁ ଆରିତରେକ୍ ଉଦାଅରଣ୍ ଦେଇ ଲକ୍ମନ୍କେ ସିକିଆ ଦେଲା ।
ମାପ୍ରୁ ବିବା ବଜିଟାନେଅନି ବାଉଡିଆସି କାପାଟେ ବାଜାଉ ବାଜାଉ ଜନ୍ଲକ୍ମନ୍ ଦାପ୍ରେ କାପାଟ୍ ଉଗାଡ୍ବାକେ ଜାଗିରଇବାଇ, ତମେ ସେମନର୍ପାରା ଅଇରୁଆ ।
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ମାପ୍ରୁ ତମର୍ ବିସଇନେଇ ମର୍ ଲକ୍ମନ୍ ମକେସେ ନାମିକରି ରଅତ୍ ବଲି ଦାରିଆଚେ । ସେନ୍ତିସେ ମୁଇ ମିସା ତମ୍କେ ପର୍ମେସର୍କେସେ ମନ୍ କରା ବଲି ଆସା କଲିନି । ସୁକଲ୍ ଅଇରଇବା ଗଟେକ୍ ଦାଙ୍ଗ୍ଡିପାରା ମୁଇ ତମ୍କେ ଗଟେକ୍ ଦାଙ୍ଗ୍ଡାର୍ ପାଇ ମାଙ୍ଗ୍ନି କଲିଆଚି । ସେ ଅଇଲାନି ନିଜେ କିରିସ୍ଟ ।