23 ସେ ଦିନେ ସାଦୁକି ଦଲର୍ କେତେ ଲକ୍ ଜିସୁର୍ ଲଗେ ଆଇଲାଇ । ସାଦୁକିମନ୍ ମରିଗାଲେ ଆରି ତରେକ୍ ଉଟି ନଏଁ ବଲି ବିସ୍ବାସ୍ କର୍ତେ ରଇଲାଇ ।
ଜିସୁ ସେମନ୍କେ କଇଲା, “ଜାଗ୍ରତ୍, ପାରୁସି ଆରି ସାଦୁକିମନର୍ କମିର୍ତେଇଅନି ତରିକ୍ନା ଅଇ ରୁଆ ।”
ମାତର୍ ପାରୁସି ଆରି ସାଦୁକି ମନର୍ ବିତ୍ରେ ଅନି ମିସା କେତେକ୍ ଲକ୍ ଡୁବନ୍ ନେବାକେ ଆଇବାଟା ଦେକି ଜଅନ୍ ସେମନ୍କେ କଇଲା, “ଏ ବେସି ବିସ୍ରଇବା ସାଁପର୍ ପାରା ବଁସର୍ ଲକ୍ମନ୍, ପର୍ମେସରର୍ ଟାନେଅନି ଆଇବା ଡଣ୍ଡ୍ତେଇ ଅନି ପାଲାଇବାକେ ତମ୍କେ କେ ଚେତ୍ନା ଦେଲା ?
ପିତର୍ ଆରି ଜଅନ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇତେ ରଇଲା ବେଲେ ମନ୍ଦିରର୍ କେତେଟା ପୁଜାରି ଆରି ଜାଗୁଆଲ୍ମନର୍ ସେନାପତି ଆରି କେତେଟା ସାଦୁକିମନ୍ ଆସି କେଟ୍ଲାଇ ।
ତାର୍ ପଚେ ବଡ୍ ପୁଜାରି, ତାର୍ସଙ୍ଗ୍ ରଇବା ଲକ୍ମନ୍ ଆରି ସାଦୁକି ଦଲର୍ ଲକ୍ମନ୍, ସିସ୍ମନ୍କେ ଇଁସା ଅଇଗାଲାଇ । ଆରି ସେମନର୍ ବିରୁଦେ କାଇଟାଆଲେ କରୁ ବଲି ଜଜ୍ନା କଲାଇ ।
ସେମନ୍ ମଲାଲକ୍ ଉଟି ସାରିଆଚେ ବଲି କଇକରି ସତ୍କେ ଚାଡିଦେଇଆଚତ୍ । ଏନ୍ତାରି କଇକରି କେତେ କେତେ ଲକର୍ ବିସ୍ବାସ୍ ନସାଇଦେଇ ଆଚତ୍ ।