ମାତିଉ 22:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଜନ୍ ଲକ୍ମନ୍କେ ବିବା ବଜିଟାନେ କବର୍ ଦେଇରଇଲା, ସେମନ୍କେ ଡାକିଆନ୍ବାକେ ଦାଙ୍ଗ୍ଡାମନ୍କେ ପାଟାଇଲା । ମାତର୍ ସେମନ୍ ନିଚ୍ଲାଇ । အခန်းကိုကြည့်ပါ။ |
ଏ ଜିରୁସାଲାମ୍, ଏ ଜିରୁସାଲାମ୍, ତୁଇ ବବିସତ୍ବକ୍ତାମନ୍କେ ମରାଇଲୁସ୍ନି ଆରି ପର୍ମେସର୍ ପାଟାଇରଇଲା କବର୍ ଆନୁମନ୍କେ ପାକ୍ନା ମାରି ମରାଇଲୁସ୍ନି । ମାଇ କୁକ୍ଡା ତାର୍ ଟିଅଁମନ୍କେ ଡେନା ବିତ୍ରେ ଦାରି ଅଲଣ୍ଡ୍ଲାପାରା, ତର୍ ଲକ୍ମନ୍କେ ମୁଇ ପାଟାଲି ରକିଆ କର୍ବାକେ କେତେ କେତେ ତର୍ ଚେସ୍ଟା କଲି । ମାତର୍ ମକେ ସେନ୍ତାରି କର୍ବାକେ ଦେଉସ୍ ନାଇ ।
ଜିସୁ କଇଲା, “ଏ ଜିରୁସାଲମର୍ ଲକ୍ମନ୍ ! ପର୍ମେସର୍ ତମର୍ଟାନେ ଜେତ୍କି ପାଟାଇରଇଲା ବବିସତ୍ବକ୍ତାମନ୍କେ ମାରି ମରାଇଲାସ୍ ! ଆରି ପେରିତ୍ମନ୍କେ ତର୍କେ ତର୍ ପାକ୍ନା ମାରି ମରାଇଲାସ୍ । ତେବେ ତମର୍ପାଇ ମର୍ ଲଗେ ଗଟେକ୍ କାତା ଆଚେ । ମାଇ କୁକୁଡା ଜେନ୍ତି ତାର୍ ଟିଅଁମନ୍କେ ଡେନା ତଲେ ରୁଣ୍ଡାଇସି, ମୁଇ ସେନ୍ତି କେତେ ତର୍ ତମ୍କେ ରକିଆ କର୍ବାକେ ମନ୍ କଲି । ମାତର୍ ସେନ୍ତି କର୍ବାକେ ତମେ ନ ଦିଆସ୍ ।