ମାତିଉ 22:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ମରିକରି ଉଟ୍ଲା ପଚେ, ମଲା ଲକ୍ମନ୍ ସରଗର୍ ଦୁତ୍ମନର୍ ପାରା ଅଇଜିବାଇ । ସେମନ୍ ଆରି ବିବା ନ ଅଅତ୍ କି ନ କରତ୍ । အခန်းကိုကြည့်ပါ။ |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”