34 ଜିସୁ ସାଦୁକିମନ୍କେ ଚୁପ୍କରାଇ ରଇବାଟା ଜାନିକରି ପାରୁସିମନ୍ ସବୁଲକ୍ ଗଟେକ୍ ଅଇ ତାର୍ ଲଗେ ଆଇଲାଇ ।
ତାର୍ପଚେ ପାରୁସିମନ୍ ସେ ଜାଗାଇଅନି ବାରଇ ଉଟିଜାଇ ଜିସୁକେ ମରାଇବାକେ ଜଜ୍ନା କଲାଇ ।
ମାତର୍ ପାରୁସି ଆରି ସାଦୁକି ମନର୍ ବିତ୍ରେ ଅନି ମିସା କେତେକ୍ ଲକ୍ ଡୁବନ୍ ନେବାକେ ଆଇବାଟା ଦେକି ଜଅନ୍ ସେମନ୍କେ କଇଲା, “ଏ ବେସି ବିସ୍ରଇବା ସାଁପର୍ ପାରା ବଁସର୍ ଲକ୍ମନ୍, ପର୍ମେସରର୍ ଟାନେଅନି ଆଇବା ଡଣ୍ଡ୍ତେଇ ଅନି ପାଲାଇବାକେ ତମ୍କେ କେ ଚେତ୍ନା ଦେଲା ?
ତାର୍ପଚେ ଗଟେକ୍ ଦରମ୍ ସାସ୍ତର୍ ସିକାଉ ତାକେ ପରିକାକରି ପାଚାର୍ଲା, “ଏ ଗୁରୁ କେବେ ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?”