5 ମାତର୍ କବର୍ ପାଇରଇଲା ଲକ୍ମନ୍ ଏ କାତା ନ ମାନିକରି ନିଜର୍ ନିଜର୍ ପାଇଟି କର୍ବାର୍ ଦାର୍ଲାଇ । କେତେ ଲକ୍ ବାରଇକରି ପଦାଇ ଉଟିଗାଲାଇ । ଆରି କେତେକ୍ ଲକ୍ ତାକର୍ ଦୁକାନେ ଉଟିଗାଲାଇ ।
କାଟାବୁଟା କେନ୍ତାର୍କି ସାନ୍ ବୁଟାମନ୍କେ ଚାପି ଗିଲିଦେଇସି, ସେନ୍ତାରି ଏ ଜଗତର୍ ପାଇଟି କାବାଡ୍ ଆରି ଦନ୍କେ ଲବ୍ ଅଇକରି, କେତେକ୍ ଲକ୍ମନର୍ ଟାନେ କେଟିରଇବା ବାକିଅ ନସାଇଦେଇସି । ସେମନ୍ କାଟାବୁଟାଇ ଅଦର୍ଲା ବିଅନ୍ ପାରା । ସେମନର୍ କାଇ ପସଲ୍ ନ ପାଚାଅତ୍ ।
ବିବାଟାନେ ଗାଗଡ୍ ଚେଲିମନ୍କେ ମାରି ବଜି ଅଇଲା ଆଚେ । ଦାପ୍ରେ ଆସା ବଲି ରାଜା ଆରି ତରେକ୍ ବିନ୍ ଦାଙ୍ଗ୍ଡାମନ୍କେ କଇପାଟାଇଲା ।
ଆରି କେତେ ଲକ୍ ରାଜାର୍ ଦାଙ୍ଗ୍ଡାମନ୍କେ ଦାରି ମାରି ମରାଇଲାଇ ।
ପରୁଆ ବିକ୍ବା ଲକ୍ମନ୍କେ କଇଲା, “ଏ ସବୁ ଦିନ୍ସୁ ଇତିଅନି ଦାରିଜା । ମର୍ ବାବାର୍ ଗରେ ଗେନା ବିକା ଜାଗା ପାରା କରାନାଇ ।”
ମାତର୍ ବିନ୍ ଲକ୍ମନ୍ ବିସ୍ବାସିମନ୍କେ କିଜାଇକରି କଇଲାଇ, “ସେମନ୍ ମାତିଆଚତ୍ !”
ମାତର୍ ଜେଡେବେଲେ ପାଉଲ୍ ଦରମ୍ ଚଲାଚଲ୍ତି ଆରି ଲକ୍ମନ୍ ନିଜର୍ ପାପର୍ ଗୁନ୍ଚଲନ୍ ଇସାବେ ନ ଜାଇକରି ନିଜେ ଦାରିଅଇରଇବା ବିସଇ, ଆରି ଆଇବା ଦିନର୍ ବିଚାର୍ନା ବିସଇ କଇବାକେ ଦାର୍ଲା, ପେଲିକସ୍ ଡରିଜାଇକରି “ତମେ ଏବେ ଜାଇପାରାସ୍ ।” ବଲି କଇଲା, “ବେଲା ପାଇଲେ ଆରି ତରେକ୍ ମୁଇ ତମ୍କେ ଡାକାଇବି ।”
ସେନ୍ତି ବଇଲେ ତା, ତମେ ପରମେସରର୍ ବେସି ଜିବନ୍ ଦୁକାଇଲାଟା, ଉଦାର୍ କର୍ବାଟା ଆରି ମୁରଚ୍ବାଟାକେ ନାମାସ୍ ନାଇ । ତମେ ସତଇସେ ଜାନିଆଚାସ୍ ଜେ, ତମର୍ ମନେ କାରାପ୍ କାମ୍ ଅଇଲାଟା ମାନିଅଇବାକେ ପରମେସର୍ ଏଡେକ୍ ଦୟା କଲାଆଚେ ।
ମୁନୁସର୍ ଚଲାଚଲ୍ତି ଇସାବେ ଗାଲେ ମରନର୍ ଦସା ଅଇସି, ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ ଗାଲେ ଜିବନ୍ ଆରି ସାନ୍ତି ମିଲ୍ସି ।
ବିସ୍ବାସେ ବିସ୍ ଦେବା ଲକ୍, ବକୁଆ ବିସଇ କର୍ବା ଲକ୍, ବିନ୍ ଲକର୍ଟାନେଅନି ବଡ୍ ବଲାଇଅଇବା ଲକ୍, ପର୍ମେସର୍କେ ଆଲାଦ୍ କର୍ବା ବାଦୁଲେ ନିଜ୍କେ ସାର୍ଦା କରାଇବା ଲକ୍ ।
ତେବେ ଏନ୍ତାରି ରଇବା ବଡ୍ ମୁକ୍ତି ଆମେ ଏଲା କରିଦେଲେ କେନ୍ତି ରକିଆ ପାଇବାର୍ ଅଇସି ? ଏ ମୁକ୍ତିର୍ ବିସଇ ପର୍ତମେ ମାପ୍ରୁ ନିଜେ ଜାନାଇ ଆଚେ ଆରି ତାର୍ଟାନେଅନି ସୁନିରଇବା ଲକ୍ମନ୍ ତେଇର୍ ସତ୍ ଆମର୍ଟାନେ ପର୍ମାନ୍ କରି ଜାନାଇ ଆଚତ୍ ।
ଏନ୍ତାଟା ସିକାଉମନ୍ ଲବ୍ ଅଇକରି ନିଜେ ତିଆର୍ କରିରଇବା କାତା କଇକରି ତମ୍କେ ନାଡାଇବାଇ । ସେନ୍ତାରି ଲକ୍ମନ୍କେ ଡଣ୍ଡ୍ ଦେବି ବଲି ପର୍ମେସର୍ କାତା ଦେଇରଇଲା । ଆରି ସେଟା କର୍ବାକେ ସେ ଏବେ ଜାଗିଆଚେ । ସେ ସେମନ୍କେ କୁରୁପ୍ନାସ୍ କର୍ସି ଆକା ।