ମାତିଉ 23:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ଏ କାତା କଇଲାର୍ ପାଇ ତମେ ବବିସତ୍ବକ୍ତାମନ୍କେ ମରାଉମନର୍ ନାତି ତିତିର୍ ଲକ୍ ବଲି ଏବେ ମାନ୍ଲାସ୍ନି । အခန်းကိုကြည့်ပါ။ |
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।
ଏ ଜିରୁସାଲାମ୍, ଏ ଜିରୁସାଲାମ୍, ତୁଇ ବବିସତ୍ବକ୍ତାମନ୍କେ ମରାଇଲୁସ୍ନି ଆରି ପର୍ମେସର୍ ପାଟାଇରଇଲା କବର୍ ଆନୁମନ୍କେ ପାକ୍ନା ମାରି ମରାଇଲୁସ୍ନି । ମାଇ କୁକ୍ଡା ତାର୍ ଟିଅଁମନ୍କେ ଡେନା ବିତ୍ରେ ଦାରି ଅଲଣ୍ଡ୍ଲାପାରା, ତର୍ ଲକ୍ମନ୍କେ ମୁଇ ପାଟାଲି ରକିଆ କର୍ବାକେ କେତେ କେତେ ତର୍ ଚେସ୍ଟା କଲି । ମାତର୍ ମକେ ସେନ୍ତାରି କର୍ବାକେ ଦେଉସ୍ ନାଇ ।