5 ସେମନ୍ ଲକ୍କେ ଦେକାଇଅଇବାକେ ସବୁ କାମ୍ କର୍ବାଇ । ସାସ୍ତର୍ ପଦ୍ ଲେକାଅଇଲା କେଡେ କେଡେ ବଡ୍ ବଡ୍ ଡଅଁରାମନ୍ କାପାଲେ ଆରି ପଡିଆଇ ବାନ୍ଦିଅଇ ଆଚତ୍ । ଆରି ଦେକା, ସେମନର୍ ବସ୍ତରର୍ ଜାଲି କେତେକ୍ ଡେଙ୍ଗ୍ ।
ତେଇ ଗଟେକ୍ ମାଇଜି ଜିସୁର୍ ପଚ୍ବାଟେ ଆଇଲା । ତାକେ ବାର ବରସ୍ ଜାକ ବନି ଜାଇତେ ରଇବା ରଗ୍ ଅଇରଇଲା । ସେ ମାଇଜି ପଚେ ଜାଇ ଜିସୁର୍ ଲୁଗା ଚିଇଲା ।
ଜିସୁ ସେମନ୍କେ କଇଲା, “ତମେ ଲକର୍ ମୁଆଟେ ନିକ ବଲି ଦେକାଇ ଅଇଲାସ୍ନି । ମାତର୍ ତମର୍ ମନ୍ବିତ୍ରେ କାଇଟା ଆଚେ ସେଟା ପର୍ମେସର୍ ଜାନିଆଚେ । ଜନ୍ ଦିନ୍ସୁ ଲକ୍ମନ୍ ବେସି ମୁଲିଅ ବଲି ବାବ୍ଲାଇନି ସେଟା ପର୍ମେସର୍ ଦେକ୍ବା ଇସାବେ ବେସି ଗିନର୍ ବିସଇ ।”
ସେମନ୍ ଲାଜ୍ ନଅଇ ରାଣ୍ଡି ମାଇଜିମନ୍କେ ନାଡାଇକରି ସେମନର୍ ଦନ୍ସଁପତି ଜୁରି ନେବାଇ । ମାତର୍ ସେମନ୍ ନିମାନ୍ ଲକର୍ପାରା ଦେକାଇଅଇବାଇ । ଆରି ଲକ୍ମନର୍ ମୁଆଟେ ବେସି ଲମାଇକରି ପାର୍ତନା କର୍ବାଇ । ଏନ୍ତାରି ଲକ୍ମନ୍କେ ପର୍ମେସର ବେସି ବଡ୍ ଡଣ୍ଡ୍ ଦେଇସି ।”
ସେମନ୍ ପର୍ମେସର୍କେ ମାନାଇବା ଟାନେଅନି ଲକ୍ମନ୍କେ ମାନାଇବାଟା ଅଦିକ୍ ନିକ ବଲି ବାବ୍ତେରଇଲାଇ ।
ତମେ ନିଜର୍ ନିଜର୍ ବିତ୍ରେ ସନ୍ମାନ୍ ପାଇବାକେ ମନ୍କଲାସ୍ନି । ମାତର୍ ପର୍ମେସରର୍ ଆଲାଦ୍ ପାଇବାକେ ମନ୍ କରାସ୍ ନାଇ । ସେନ୍ତି ବଇଲେ ତମେ କେନ୍ତି ମକେ ବିସ୍ବାସ୍ କରିପାରାସ୍ ?
ଜନ୍ ଲକ୍ ନିଜର୍ ଅଦିକାରେଅନି କାତା କଇସି ସେ ନିଜେ ମଇମା ପାଇ ଅଇବାକେ କଇସି । ମାତର୍ ଜନ୍ଲକ୍ ମକେ ପାଟାଇଲା ଲକ୍ ସନ୍ମାନ୍ ପାଅ ବଲି ମନ୍ କର୍ସି ବଇଲେ, ସେ ମିଚ୍ ନ କଇ ସତ୍ କାତା କଇସି । ଆରି ତାର୍ଟାନେ କାଇ ବୁଲ୍ ବିସଇ ନ ରଏ ।
ଅଇଲେ ମିସା ସେମନର୍ ବିତ୍ରେ ଅନି କେତେଲକ୍ ମକେ ଆଁକାର୍ କଲାର୍ପାଇ କିରିସ୍ଟର୍ ବିସଇ ଜାନାଇବାକେ ମନ୍ କଲାଇନି । ସେମନ୍ ମର୍ଟାନେଅନି ବଡ୍ ବଲି ଦେକାଇଅଇବାକେ ଏନ୍ତି କଲାଇନି । ମାତର୍ ଆରି କେତେକ୍ ଲକ୍ ଏଟା ସତ୍ ବଲି ମନେବାବିକରି କଲାଇନି ।
ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ ।
ସେ ଦୁରାଚାର୍ ମୁନୁସ୍ ଜନ୍ ସବୁ ବିସଇ ପର୍ମେସରର୍ ବଲି ଲକ୍ମନ୍ ପୁଜା କଲାଇନି, ସବୁର୍ଟାନେଅନି ସେ ନିଜେ ମୁକିଅ ବଲି କଇସି । ଜେନ୍ତି କି ପର୍ମେସରର୍ ମନ୍ଦିରେ ବସିକରି ମୁଇ ଆକା ପର୍ମେସର୍, ବଲି ଦେକାଇ ଅଇସି ।