6 ସେମନ୍ ବଜିମନ୍କେ ମୁକିଅ ଜାଗାଇ ଆରି ପାର୍ତନା ଗରେ ବାଚିଅଇରଇଲା ଜାଗା ଅଦିକାର୍ କର୍ବାକେ ମନ୍ କର୍ବାଇ ।
ଜିସୁ ତାକେ ପାଚାର୍ଲା, “ତୁଇ କାଇଟା ମନ୍ କଲୁସ୍ନି ?” ସେ କଇଲା, “ଜେଡେବଲ୍ ତମେ ତମର୍ ରାଇଜେ ରାଜା ଅଇସା, ମର୍ ଏ ଦୁଇଟା ପିଲାମନ୍କେ ତମର୍ ଡେବ୍ରି ବାଟେ ଆରି ଉଜା ବାଟେ ବସାଇବି ବଲି ମକେ କାତା ଦିଆ ।”
ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
ତମର୍ ନଅରେ ରଇବା ମଣ୍ଡଲିର୍ ଲକ୍ମନ୍କେ ମୁଇ ଆଗ୍ତୁ ଗଟେକ୍ ଚିଟି ଲେକିରଇଲି । ମାତର୍ ଡାୟଟେପିସ୍ ମର୍ କାତା ଦାରେନାଇ । କାଇକେବଇଲେ ସେ ନିଜେ ମଣ୍ଡଲିର୍ ନେତା ଅଇବି ବଲି ମନ୍କଲାନି ।