2 ଜିସୁ କଇଲା, “ଏବେ ସିନା ଏ ସବୁ ଦେକ୍ଲାସ୍ନି । ମୁଇ ତମ୍କେ ସତ୍ କଇଲିନି ଏ ମନ୍ଦିରର୍ ଗଟେକ୍ ମିସା ପାକ୍ନା ତାର୍ ଜାଗାଇ ନ ରଏ । ସବୁଜାକ ଅଦ୍ରି ବିଲିଜାଇସି ।”
ସେମନ୍ ତମ୍କେ ଆରି ତମର୍ ପାଚୁରି ତେଇ ରଇବା ଲକ୍ମନ୍କେ ପୁରାପୁରୁନ୍ ନସାଇ କୁଟ୍କୁଟା କରିଦେବାଇ । ଗଟେକ୍ ପାକ୍ନା ମିସା ନିଜର୍ ଜାଗାଇ ନ ଚାଡତ୍ । କାଇକେବଇଲେ ପର୍ମେସର୍ ତମ୍କେ ରକିଆ କର୍ବାକେ ଆସିରଇଲା, ସେବେଲା ତମେ ଜାନି ନାପାର୍ଲାସ୍ ।”
ଏ ସବୁ ବିସଇ ଏ ରକାମ୍ ଆଜିଜାଇସି, ତେବର୍ ପାଇ ତମେମନ୍ ବେସି ସୁକଲ୍ ଆରି ଜାଗ୍ରତ୍ସଙ୍ଗ୍ ରଇବାର୍ ଆଚେ।
ସେ ନଅରେ ମୁଇ ଗଟେକ୍ ମିସା ମନ୍ଦିର୍ ଦେକିନାଇ । କାଇକେବଇଲେ, ତାର୍ ମନ୍ଦିର୍ ରଇଲା ମାପ୍ରୁ ପର୍ମେସର୍ । ଜେ କି ସବୁର୍ ଉପ୍ରେ ଆଚେ, ଆରି ମେଣ୍ଡାପିଲା ।