ମାତିଉ 24:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଜିସୁ ଜିତ୍ ନାଉଁର୍ ଡଙ୍ଗର୍ ଉପ୍ରେ ବସିରଇଲା ବେଲେ, ତେଇ କେ ନ ରଇଲା ବେଲେ, ସିସ୍ମନ୍ ଆସି ତାକେ ପାଚାର୍ଲାଇ, “ଏ ସବୁଜାକ କେବ୍କେ ଅଇସି ଆମ୍କେ କୁଆ କାଇ ଗଟ୍ନା ଗଟ୍ଲେ ଆମେ ଜାନିପାର୍ବୁ ଜେ ତମର୍ ଆଇବା ବେଲା ଅଇଲାନି ଆରି ଏ ଜୁଗ୍ ସେସ୍ ଅଇସି ବଲି ?” । အခန်းကိုကြည့်ပါ။ |