30 ତାର୍ ପଚେ ନରପିଲା ମୁଇ ବାଦ୍ଲେ ଆଇବାଟା ଦେକ୍ସା । ଆରି ଡାକ୍ପୁଟାଅଇ ପାନି ବାଦ୍ଲେ ବପୁ ସଙ୍ଗ୍ ଆଇବାଟା ଦେକି ଦର୍ତନିର୍ ଲକ୍ମନ୍ କାନ୍ଦାବୁବା ଅଇଜିବାଇ ।
ଜିସୁ ଜିତ୍ ନାଉଁର୍ ଡଙ୍ଗର୍ ଉପ୍ରେ ବସିରଇଲା ବେଲେ, ତେଇ କେ ନ ରଇଲା ବେଲେ, ସିସ୍ମନ୍ ଆସି ତାକେ ପାଚାର୍ଲାଇ, “ଏ ସବୁଜାକ କେବ୍କେ ଅଇସି ଆମ୍କେ କୁଆ କାଇ ଗଟ୍ନା ଗଟ୍ଲେ ଆମେ ଜାନିପାର୍ବୁ ଜେ ତମର୍ ଆଇବା ବେଲା ଅଇଲାନି ଆରି ଏ ଜୁଗ୍ ସେସ୍ ଅଇସି ବଲି ?” ।
ନଅର୍ ବେଲେ ଜେନ୍ତାରି ଗଟିରଇଲା, ସମାନ୍ ସେନ୍ତାରିସେ ନର୍ପିଲା ମୁଇ ଆଇବା ବେଲା ମିସା ।
ପାନିତେଇ ସେମନ୍ ବଅଁଲି ଜିବା ଜାକ, କାଇଟା ଅଇଲାନି, ଜାନି ନ ରଇଲାଇ । ନର୍ପିଲା ମୁଇ ଆଇବା ବେଲେ ସମାନ୍ ସେନ୍ତାରି ଅଇସି ।
ଜିସୁ କଇଲା, “ତୁଇ ସମାନ୍ କାତା କଇଆଚୁସ୍ । ମାତର୍ ମୁଇ ତମ୍କେ ସବୁ ଲକ୍କେ କଇଲିନି, ପର୍ମେସର୍ ପାଟାଇଲା ନର୍ପିଲା ମୁଇ, ଦାପ୍ରେ ସେ ସବୁର୍ ଉପ୍ରର୍ ମାପ୍ରୁର୍ ଉଜା ବାଟେ ବସ୍ବାକେ ଗାଲିନି, ଆରି ମକେ ତମେ ସର୍ଗେଅନି ବାଦଲ୍ ସଙ୍ଗ୍ ଉତ୍ରି ଆଇବାଟା ଦେକ୍ସା ।”
“ସେବେଲା ନର୍ପିଲା ମୁଇ, ବେସି ବପୁତେଇ ଆରି ଡାକ୍ପୁଟା ସଙ୍ଗ୍ ବାଦଲ୍ଟାନେ ଆଇବାଟା ଲକ୍ମନ୍ ଦେକ୍ବାଇ ।
“ଏ ସବୁ ଗଟ୍ନା କେବେ ଅଇସି ଆରି ସବୁ ଅଇବା ଚିନ୍ମନ୍ କାଇଟା, ଆମ୍କେ କଇଦେ ।” ବଲି କଇଲାଇ ।
ସେବେଲାଇ ଲକ୍ମନ୍ ପର୍ମେସର୍ ତେଇଅନି ଆସିରଇବା ନର୍ପିଲା ମୁଇ, ବେସି ବପୁସଙ୍ଗ୍ ଆରି ଡାକ୍ପୁଟାଅଇକରି ବାଦ୍ଲେ ଆଇବାଟା ଦେକ୍ବାଇ ।
ମାତର୍ ଏବେ ଅନି, ପର୍ମେସରର୍ଟାନେଅନି ଆଇଲା ନର୍ପିଲା ମୁଇ ତାର୍ ଉଜାବାଟେ ବସିରଇବି ।”
ଆରି କଇଲାଇ “ଏ ଗାଲିଲିର୍ ଲକ୍ମନ୍, ତମେ କାଇକେ ଇତି ଟିଆଅଇ ଆକାସେ ଦେକ୍ଲାସ୍ନି ? ଏ ଜିସୁକେ ପର୍ମେସର୍ ତମର୍ଟାନେଅନି ସର୍ଗେ ନେଲା ଆଚେ । ସେ ସର୍ଗେ ଜେନ୍ତି ଜାଇରଇଲା, ସେନ୍ତାରିସେ ଦର୍ତନିତେଇ ଆଇବାଟା ଦେକ୍ସା ।”
ପର୍ମେସର୍ ତମର୍ ଦୁକ୍ କସ୍ଟ ଅଇବାଟା ସାରାଇକରି ଆମ୍କେ ମିସା ସାନ୍ତି ଦେଇସି । ଜେଡେବେଲେ ମାପ୍ରୁ ଜିସୁ ସର୍ଗେଅନି ତାର୍ ବପୁର୍ ଦୁତ୍ମନର୍ ମଜାଇ ବପୁଅଇ ଆଇସି, ପର୍ମେସର୍ ଏ କାମ୍ ପୁରାପୁରୁନ୍ କର୍ସି ।
ଏଦେ ଦେକା ! ସେ ମେଗ୍ମାଲାଇ ବସି ଆଇଲାନି । ଗୁଲାଇ ଲକ୍ମନ୍ ତାକେ ଦେକ୍ବାଇ । ତାକେ କୁରୁସ୍କାଟେ କୁଟି ମାରିରଇବା ଲକ୍ମନ୍ ମିସା ଦେକ୍ବାଇ । ଏ ଜଗତେ ରଇବା ସବୁ ଲକ୍ମନ୍ ତାର୍ଲାଗି ଦୁକ୍ କର୍ବାଇ । ସେଟା ସେନ୍ତାରିସେ ଅଇସି । ଆମେନ୍ !
ତାର୍ପଚେ ବାଦ୍ଲେ ଗଟେକ୍ କାବାଅଇଜିବା ଚିନ୍ ଡିସ୍ଲା । ଆରି ଏଦେ ଦେକା ! ଜନ୍ ବିତ୍ରେ ଗଟେକ୍ ମାଇଜି ଟିଆଅଇରଇବାଟା ଡିସ୍ଲା । ତାର୍ ଲୁଗା ବେଲ୍ପାରା ଜକ୍ଜକି ଜାଇତେରଇଲା ।