34 “ ଏତାଇରୁଆ, ମୁଇ ସତ୍ କଇଲିନି, ଏବେ ଜିବନ୍ ରଇଲା ଲକ୍ମନର୍ ବିତ୍ରେଅନି ସବୁ ଲକ୍ ମର୍ବା ଆଗ୍ତୁ, ଏସବୁ ବିସଇ ଗଟ୍ସି ।
ଗଟେକ୍ ନଅରେ ଦୁକ୍ କସ୍ଟ ଦେଲେ, ତମେ ଆରି ଗଟେକ୍ ନଅରେ ଉଟି ପାଲାଆ । ମୁଇ ତମ୍କେ ସତ୍କାତା କଇଲିନି, ତମେ ଇସ୍ରାଏଲ୍ ଦେସେ ରଇବା ସବୁ ଗଡେ ବୁଲି ନ ସାର୍ତେ, ନର୍ପିଲା ମୁଇ ଆରି ତରେକ୍ ବାଉଡି ଆସିରଇବି ।
ତାର୍ ପଚେ ସବୁ କାରାପ୍ ଆତ୍ମାମନ୍ ଜାଇକରି ସେ ଲକର୍ ବିତ୍ରେ ବାସାକରି ରଇବାଇ । ସେ ବେଲା ସେ ଲକ୍ ଆଗ୍ତୁର୍ତେଇଅନି ଅଦିକ୍ କରାପ୍ଅଇଜାଇସି । ଏନ୍ତିସେ ଆଜିକାଲି ଜିଇବା କାରାପ୍ ଲକ୍ମନ୍କେ ଅଇସି । ବଲି କଇଲା ।
ମୁଇ ତମ୍କେ ସତ୍ କଇଲିନି, ନର୍ପିଲା ମୁଇ ମର୍ ରାଇଜେ ରାଜା ଅଇ ଆଇବା ଜାକ, ଇତି ରଇଲା କେତେ ଲକ୍ ନ ମରତ୍ ।”
ମୁଇ ସତ୍ କଇଲିନି, ଏ ସବୁ ଲକ୍ମନ୍କେ ମରାଇଲା ପାଇ ଏ ଜୁଗର୍ ଲକ୍ମନ୍ ଡଣ୍ଡ୍ ପାଇବାଇ ।
ସେଟାର୍ପାଇ ଜଗତ୍ ତିଆର୍ଅଇଲାଟାନେଅନି, ଏବଲର୍ ବେଲେଅନି ଆରାମ୍ କରି ବର୍କିଆର୍ ପ ଜିକରିୟର୍ ଜାକ, ଜାକେ କି ତମେ ମନ୍ଦିର୍ ଆରି ବେଦିର୍ ମଜାଇ ମରାଇରଇଲା ଜେତ୍କି ବବିସତ୍ବକ୍ତାମନ୍କେ ମରାଇଆଚାସ୍ ସେ ସବୁ ଡଣ୍ଡ୍ ଏ ଆଜିକାଲିର୍ ଲକ୍ମନ୍ ପାଇବାର୍ ଆଚେ ।