8 ମାତର୍ ଏଟାମନ୍ ସବୁ ମାଇଜିମନର୍ ଆତ୍ଗଡ୍ ସୁକ୍ଅଇବା ବେଲେ ପର୍ତୁମ୍ ପର୍ତୁମ୍ ଅଇବା ଦୁକାସୁକା ପାରା ।
କାଇକେବଇଲେ, ଗଟେକ୍ ଦେସର୍ ଲକ୍ମନ୍ ଆରି ଗଟେକ୍ ଦେସର୍ ଲକ୍ମନର୍ ବିରଦେ ଜୁଇଦ୍ କର୍ବାଇ । ଗଟେକ୍ ରାଇଜ୍ ଆରିଗଟେକ୍ ରାଇଜର୍ ବିରଦେ ଉଟ୍ବାଇ । ବେସି ଜାଗାଇ ଦର୍ତନି ଚୁଲ୍ବୁଲ୍ସି, ଆରି ବେସି ଜାଗାଇ ମର୍ଡି ଅଇସି । ଏସବୁ ଗଟ୍ନା ଗଟେକ୍ ପିଲା ଜନମ୍ ଅଇବା ଆଗ୍ତୁ ଆଇବା ଦୁକାସୁକା ପାରା ଅଇସି ।”
ମାତର୍ ଏ ସବୁ ବିସଇ ନ ଅଇବା ଆଗ୍ତୁ, ତମ୍କେ ବାନ୍ଦିକରି ନେଇ ସାସ୍ତି ଦେବାଇ, ପାର୍ତନା ଗର୍ମନ୍କେ ବିଚାର୍ କରି ବନ୍ଦିଗରେ ପାକାଇବାକେ ସର୍ପିଦେବାଇ । ମର୍ପାଇ ତମେ ରାଜା ଆରି ସାସନ୍ କାରିଆମନର୍ ମୁଆଟେ ଟିଆ ଅଇସା ।
ଜେଡେବେଲେ ଲକ୍ମନ୍ ସାନ୍ତିସଙ୍ଗ୍ ରଇକରି ଆମ୍କେ ଆରି କାଇ ବିପଦ୍ ନ ଆସେ ବଲି ବାବ୍ତେରଇବାଇ, ସେଡ୍କିବେଲେ ଅଟାତ୍ ଗାଗ୍ଡେଅଇ ରଇଲା ମାଇଜିକେ ପିଲା ଜନମ୍ ଅଇବାବେଲର୍ ଦୁକାସୁକାପାରା ବିନାସର୍ ବେଲା ଆସି କେଟ୍ସି । ଆରି ସେମନ୍ କାଇଟା କଲେମିସା ତେଇଅନି ବଁଚି ନାପାରତ୍ ।
ଏ ସାଉକାର୍ ଲକ୍ମନ୍, ମର୍କାତା ସୁନା । ତମ୍କେ ଜନ୍ ଦୁକ୍କସ୍ଟ ଆଇଲାନି, ସେଟାର୍ ପାଇ ମାରିଚପିଅଇ କାନ୍ଦା ।