ମାତିଉ 24:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତମେ ଦାରାଇ ଅଇ ମାଡ୍ କାଇବାକେ ଆରି ମରନର୍ ଡଣ୍ଡ୍ ପାଇବାକେ ସର୍ପି ଅଇସା । ତମେ ମକେ ବିସ୍ବାସ୍ କଲାର୍ ପାଇ ବଲି ସବୁ ଲକ୍ ଗିନ୍ କର୍ବାଇ । အခန်းကိုကြည့်ပါ။ |
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।