1 ଜିସୁ ଏ ସବୁ ସିକିଆ ଦେଇ ସାରାଇଲା ପଚେ ସିସ୍ମନ୍କେ,
ଜିସୁ ଏ ସବୁ କଇସାର୍ଲା ପଚେ ଗାଲିଲି ଚାଡିକରି ଜର୍ଦନ୍ ଗାଡ୍ ସେପାଟେ ରଇଲା ଜିଉଦା ଜାଗାଇ କେଟ୍ଲା ।
ସାରାସାରି ଜାକ ଜିସୁ ସିକିଆ ଦେବାଟାନେ ଏ ସବୁ କାତା ସୁନିକରି ଲକ୍ମନ୍ କାବା ଅଇଗାଲାଇ ।
ଜିଉଦିମନର୍ ନିସ୍ତାର୍ ପରବ୍ କେଟିଆଇଲା । ସେ ପରବ୍ ଅଇବା ଆଗ୍ତୁ ନିଜେ ନିଜେ ସୁକଲ୍ ଅଇବାକେ ଗୁଲାଇ ରାଇଜର୍ ଲକ୍ମନ୍ ନିସ୍ତାର୍ ପରବ୍ ଆଗ୍ତୁ ଜିରୁସାଲାମ୍ ଜିବାକେ ବାଟ୍ଦାର୍ଲାଇ ।