12 ସେ ମର୍ ଉପ୍ରେ ବାସ୍ନା ଚିକନ୍ ରକଇକରି, ମକେ ସମାଦି ଦେବା ଆଗ୍ତୁ, ତିଆର୍ କରି ଦେଲାଆଚେ ।
ଏ ମାଇଜି ଜେତ୍କି ପାର୍ଲା, ସେତ୍କି କଲାଆଚେ । ସେ ମର୍ ମଲା ଗାଗଡ୍ ମସ୍ନେ ତପ୍ବା ଆଗ୍ତୁ ଚିକନ୍ ଲାଗାଇଦେଲା ଆଚେ ।
ବିସ୍ରାମ୍ବାର୍ ସାର୍ଲା ତାର୍ ଆର୍କର୍ ଦିନେ ମଗ୍ଦଲିନି ମରିୟମ୍, ଜାକୁବର୍ ମାଆ ମରିୟମ୍ ଆରି ସଲମି, ଜିସୁର୍ ମଲା ଗାଗ୍ଡେ ଲାଗାଇବାକେ ବାସ୍ନା ଚିକନ୍ ଗେନିଆନ୍ଲାଇ ।
ସେମନ୍ ବାଉଡିଜାଇ ବାସ୍ନା ଚିକନ୍ ଆରି ବାସ୍ନା ଦିନ୍ସୁ ତିଆର୍ କର୍ତେ ରଇଲାଇ । ସେ କାମ୍ ସାର୍ବାକେ ବିସ୍ରାମ୍ଦିନ୍ କେଟ୍ଲା । ଆରି ସେ ଦିନେ ମସାର୍ ନିୟମ୍ ଇସାବେ, ସେମନ୍ ବିସ୍ରାମ୍ କଲାଇ ।
ମାତର୍ ଜିସୁ କଇଲା, “ତାକେ କାଇଟା ବଲି କୁଆ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ଜେନ୍ତିକି ମର୍ ସମାଦି ଦିନର୍ପାଇ ସଙ୍ଗଇଆଚେ ।