27 ତାର୍ପଚେ ଅଙ୍ଗୁର୍ରସ୍ ରଇଲା ମୁତା ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତାର୍ ସିସ୍ମନ୍କେ କଇଲା, “ତମେ ସବୁ ଲକ୍ ଏ ମୁତାର୍ଟା କାଆ ।
ତାର୍ପଚେ ସେ ସାତ୍ଟା ରୁଟି ଆରି ମାଚ୍ ନେଇ ପର୍ମେସର୍କେ ଦନିଅବାଦ୍ ଦେଲା ଆରି ବାଙ୍ଗାଇ କରି ସିସ୍ମନ୍କେ ଦେଲା । ସିସ୍ମନ୍ ସେଟା ଲକ୍ମନ୍କେ ବାଟାକରି ଦେଲାଇ ।
ସେମନ୍ କାଇବା ବେଲେ ଜିସୁ ଗଟେକ୍ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ସେଟା ବାଙ୍ଗାଇ ସିସ୍ମନ୍କେ ଦେଇ କଇଲା, “ଏଟା ମର୍ ଗାଗଡ୍ । ନିଆ ଆରି କାଆ ।”
ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
ସେନ୍ତାରିସେ କାଇଲା ପଚେ ସେ ମୁତାଇ ଅଙ୍ଗୁର୍ ରସ୍ ଦାରି କଇଲା, “ଏ ମୁତା ମର୍ ବନିତେଇ, ପର୍ମେସର୍ ଲକ୍ମନର୍ ସଙ୍ଗ୍ କଲା ନୁଆ ରାଜିନାମା । ଏଟା ତମର୍ପାଇ ଜର୍ଲା ମର୍ ବନି ।”
ଜେଡେବେଲେ ଆମେ ମାପ୍ରୁର୍ କାଦିର୍ପାଇ ରୁଣ୍ଡ୍ବୁ, ଜନ୍ ମୁତାଇଅନି ଆମେ କାଇବୁ, ସେ ମୁତାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । ସେ ମୁତାଇଅନି କାଇଲାବେଲେ ଆମେ କିରିସ୍ଟର୍ ବନିତେଇ ମିସ୍ଲୁନି । ଜନ୍ ରୁଟିଆମେ ବାଙ୍ଗାଇବୁ, ସେଟା କାଇଲାବେଲେ କିରିସ୍ଟର୍ ଗାଗ୍ଡେ ମିସ୍ଲୁନି ।
ସେଟାର୍ପାଇ ତମେ ନିଜ୍କେ ପରିକା କରି ଦେକ୍ବାର୍ଆଚେ, ଦେକି ସାରାଇ ଏ ରୁଟି କାଇଅଇସି ଆରି ମୁତାଇଅନି ଡୁକି ଅଇସି ।