30 ତାର୍ପଚେ ସେମନ୍ ଦନିଅବାଦର୍ ଗିତ୍ ଗାଇ ଗାଇ କରି ଜିତ୍ନାଉଁର୍ ପର୍ବତେ ଗାଲାଇ ।
ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ଲଗାଲଗି ଅଇ କଣ୍ଡେକ୍ ଦୁର୍ ଜାଇ ଡଙ୍ଗର୍ଲଗେ ରଇଲା ବେତ୍ପାଗି ଆରି ବେତିନିଆ ନାଉଁର୍ ଗାଏଁ କେଟ୍ଲାଇ । ତାର୍ ଦୁଇଟା ସିସ୍ମନ୍କେ ଆଦେସ୍ ଦେଇ କଇଲା,
ମୁଇ ତମ୍କେ କଇଲିନି, ମର୍ ବାବାର୍ ରାଇଜେ ତମର୍ ସଙ୍ଗ୍ ନୁଆ ଅଙ୍ଗୁର୍ ରସ୍ କାଇବା ଜାକ ମୁଇ ଆରି କେବେ ଏ ରସ୍ ନ କାଇ ।”
ଜିସୁ ସେ ଦିନ୍ମନ୍କେ ମନ୍ଦିରେ ଜାଇ ନିମାନ୍ କାତା ସିକାଇ ଦେଇତେ ରଇଲା । ଆରି ତାର୍ ସିସ୍ମନର୍ ସଙ୍ଗ୍ ସବୁ ରାତି ବାରିଜାଇ ଜିତ୍ ନାଉଁର୍ ଡଙ୍ଗ୍ରେ ବିତାଇତେ ରଇଲା ।
“ଏ ସିମନ୍, ସିମନ୍ ! ସୁନ୍ ! ଚାସି ଜେନ୍ତି ଦାନ୍ ଉଡାଲିକରି ପଟ୍ ବିନେ କର୍ସି, ସେନ୍ତାରି ସଇତାନ୍ ତମ୍କେ ତେରେପେତେ କର୍ବାକେ ଆଦେସ୍ ପାଇଲା ଆଚେ ।
ତେଇଅନି ଜିସୁ ଗଡ୍ ଚାଡି ଆଗ୍ତୁର୍ ଅବିଆସ୍ ଇସାବେ ଜିତ୍ନାଉଁର୍ ଡଙ୍ଗ୍ରେ ପାର୍ତନା କର୍ବାକେ ଗାଲା । ସିସ୍ମନ୍ ମିସା ତାର୍ ସଙ୍ଗ୍ ରଇଲାଇ ।
ମୁଇ ମର୍ ବାବାକେ ଆଲାଦ୍ କଲିନି ଆରି ବାବାର୍ ଆଦେସ୍ ଇସାବେ କାମ୍ କଲିନି, ଏଟା ଦୁନିଆର୍ ଲକ୍ମନ୍ ଜାନତ୍ ବଲି ଏନ୍ତି ଗଟ୍ନା ଅଇଲାନି । ଜୁ, ଆମେ ଏ ଜାଗାଇଅନି ବାରଇ ଉଟି ଜୁ ।”