40 ତାର୍ପଚେ ସେ ତିନ୍ଟା ସିସ୍ମନର୍ ଲଗେ ବାଉଡି ଆସି ଦେକ୍ଲା, ସେମନ୍ ସଇଦେଇଆଚତ୍ । ଜିସୁ ପିତର୍କେ କଇଲା, “ତମେ ଗଟେକ୍ ଗଁଟା ମିସା ଜାଗି ନାପାର୍ଲାସ୍ ?
ବର୍ ଦାଙ୍ଗ୍ଡା ଆଇବାଟା ଅଲ୍ସମ୍ ଅଇଲାକେ ଦାଙ୍ଗ୍ଡିମନ୍ ଜୁମ୍ରି ଜୁମ୍ରି କରି ସଇଦେଲାଇ ।”
ପିତର୍ କଇଲା, “ଜଦି ମୁଇ ତମର୍ ସଙ୍ଗ୍ ମର୍ବାର୍ ରଇଲେ ମିସା, ମୁଇ ତମ୍କେ କେବେ ନାଜାନି ବଲି ନ କଇ ।” ବିନ୍ ସିସ୍ମନ୍ ମିସା ସେନ୍ତାର୍ କଇଲାଇ ।
ସେମନ୍କେ କଇଲା, “ଦୁକ୍ ଅଇ ମର୍ ଜିବନ୍ ଚିଡିଗାଲା ପାରା ଲାଗ୍ଲାନି । ଇତି ତମେ ମକେ ଜାଗିରୁଆ ।”
ଜେନ୍ତିକି ପରିକାର୍ ବେଲାଇ ନ ଆରିଜିବାକେ, ଜାଗିରଇ ପାର୍ତନା କରା । କାଇକେ ବଇଲେ ଆତ୍ମା କର୍ବି ବଲି ମନ୍ କଲାନି, ମାତର୍ ଗାଗଡ୍ ନିଚି ବଇଲାନି ।”
ସେ ଆରି ତରେକ୍ ବାଉଡି ଆସି ସିସ୍ମନ୍ ସଇରଇଲାଟା ଦେକ୍ଲା । ସେମନ୍କେ ଗୁନ୍ ଡାବି ଆନ୍ତେ ରଇଲାଜେ ଆଁକି ଦେକି ନାପାର୍ତେ ରଇଲାଇ ।
ତାର୍ପଚେ ଜିସୁ ତାର୍ ସିସ୍ମନର୍ ଲଗେ ବାଉଡି ଆଇଲାଜେ, ସେମନ୍ ସଇରଇବାଟା ଦେକ୍ଲା । ସେ ପିତର୍କେ କଇଲା, “ ସିମନ୍ ପିତର୍, ତମେ ସଇଦେଲାସ୍ନି କି ? ଗଟେକ୍ ଗଁଟା ମିସା ଚେତା ରଇ ଜାଗି ନାପାର୍ଲାସ୍ନି ?
ଆରି ଜିସୁ ପାର୍ତନା କରିସାରାଇ ସିସ୍ମନର୍ ଲଗେ ଗାଲା । ସେମନ୍ ସବୁ ଲକ୍ ଦୁକ୍ଅଇକରି ତାକିଜାଇ ସଇରଇଲାଟା ସେ ଦେକ୍ଲା ।
ସେଡ୍କିବେଲେ ପିତର୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ଟାଟିଅଇତେ ସଇଦେଇରଇଲାଇ, ମାତର୍ ସେମନ୍ ଚେତାଅଇ ଜାଗ୍ରତ୍ ଅଇବାକେ, ଜିସୁର୍ ମଇମା ଆରି ତାର୍ସଙ୍ଗ୍ ଦୁଇଲକ୍ ଟିଆଅଇରଇବାଟା ଦେକ୍ଲାଇ ।