44 ଏଟାସଙ୍ଗ୍ ତିନ୍ତର୍ ଅଇଲା ଜିସୁ ସେମନ୍କେ ଚାଡିକରି କଣ୍ଡେକ୍ ଦୁରିକେ ଜାଇ ସେନ୍ତାରି ପାର୍ତନା କଲା ।
ସେ ଆରି ତରେକ୍ ବାଉଡି ଆସି ସିସ୍ମନ୍ ସଇରଇଲାଟା ଦେକ୍ଲା । ସେମନ୍କେ ଗୁନ୍ ଡାବି ଆନ୍ତେ ରଇଲାଜେ ଆଁକି ଦେକି ନାପାର୍ତେ ରଇଲାଇ ।
ତାର୍ ପଚେ ସିସ୍ମନର୍ ଲଗେ ଆସି କଇଲା, “ଏବେ ଜାକ ତମେ ସଇଆଚାସ୍ ? ଦେକା ପର୍ମେସରର୍ ନର୍ପିଲା ମୁଇ ପାପିମନ୍କେ ସର୍ପି ଅଇବା ବେଲା କେଟିଆଚେ ।
ପାର୍ତନା କର୍ବା ବେଲେ ପର୍ମେସର୍କେ ବିସ୍ବାସ୍ ନ କର୍ବା ଲକ୍ମନର୍ ପାରା ଅରତ୍ ନଇଲା କାତା ତର୍କେ ତର୍ କଇ ଆଉଲି ନ ଉଆ, ବେସି ପର୍ ପାର୍ତନା କଲେ ସେ ପର୍ମେସର୍ ସୁନ୍ସି ବଲି, ସେମନ୍ ମନେ ବାବ୍ବାଇ ।
ଜିସୁ ଦିନେକ୍ ତାର୍ ସିସ୍ମନ୍କେ ପର୍ମେସର୍କେ ମାଙ୍ଗ୍ବାବେଲେ ନ ତାକି ପାର୍ତନା କରିକରି ରଇବାକେ, ଗଟେକ୍ କାତାନି ବୁଜାଇ କଇଲା,
ଏ ରଗ୍ ମର୍ଟାନେଅନି ଦାରିଜାଅ ବଲି ମୁଇ ତିନ୍ତର୍ ମାପ୍ରୁକେ ଗୁଆରି କଲି ।