54 ମାତର୍ ସେନ୍ତାର୍ ଆଲେ ଏଟାମନ୍ ସବୁ ଗଟ୍ସି ବଲି ସାସ୍ତରେ ଜାଇ ଜାଇଟା ଲେକା ଅଇଲା ଆଚେ, ସେଟା କେନ୍ତି ପୁରାପୁରୁନ୍ ଅଇସି ?”
ଜିସୁ ସେମନ୍କେ କଇଲା, “ଏ ସାସ୍ତରର୍ କାତା କାଇ କେବେ ତମେ ପଡାସ୍ ନାଇ କି ? “ଗର୍ବାନ୍ଦୁମନ୍ ଜନ୍ ପାକ୍ନା ଲଡାକେ ନ ଅଏ ବଲି ଚାଡିଦେଇ ରଇଲାଇ, ସେଟାସେ ଗର୍ କନର୍ ମୁକିଅ ପାକ୍ନା ଅଇଲା । ନିଜେ ମାପ୍ରୁଆକା ଏଟା କଲା ଆଚେ । ତାର୍ କାମ୍ କେତେକ୍ କାବାଅଇଜିବା କାମ୍ !”
ସାସ୍ତରର୍ ଲେକା ଇସାବେ ମୁନୁସ୍ପିଲା ମୁଇ ମରିଜିବି, ମାତର୍ ଜେ ମକେ ଦାରାଇ ଦେଇସି, ତାର୍ ଦସା କେଡେ ଇନସ୍ତା ଅଇସି ! ସେ ଜନମ୍ ନ ଅଇରଇଲେ ନିକ ଅଇତା ।
ଆମେ ଜାନୁ ସାସ୍ତରର୍ ବାକିଅ ସବୁ ଦିନର୍ ପାଇ ସତ୍ । ପର୍ମେସରର୍ ବାକିଅ ଜନ୍ଲକ୍ମନ୍ ଜାନିଆଚତ୍, ସେମନ୍କେ ପର୍ମେସର୍ ବଲି କୁଆ ଅଇଲାଆଚେ ।
“ଏ ମର୍ ବାଇବଇନିମନ୍, ଜନ୍ ଇସ୍କାରିୟତ୍ ଜିଉଦା ଜିସୁକେ ଦାରାଇଦେବାକେ ସତ୍ରୁମନ୍କେ ବାଟ୍ ଦେକାଇ ଆନିରଇଲା, ତାର୍ ବିସଇ, ଦାଉଦ୍ ସୁକଲ୍ଆତ୍ମାଇ ପୁରୁନ୍ଅଇ ବବିସତ୍କାତା ସୁନାଇ ରଇଲା । ଦରମ୍ ସାସ୍ତରର୍ କାତା ସିଦ୍ ଅଇବାକେ ଏଟା ଗଟ୍ବାର୍ ରଇଲା ।