56 ଜାଇଟା ଅବେ, ବବିସତ୍ବକ୍ତାମନ୍ ସାସ୍ତରେ ଜାଇଟା ଲେକ୍ଲାଇ ଆଚତ୍, ସେ ସବୁ ସିଦ୍ ଅଇବାକେ ଏଟା ଗଟ୍ଲା ।” ସେଡ୍କିବେଲେ ସିସ୍ମନ୍ ସବୁଲକ୍ ଜିସୁକେ ଚାଡି ପାଲାଇଲାଇ ।
ଜିସୁ ସେମନ୍କେ କଇଲା, “ଏ ସାସ୍ତରର୍ କାତା କାଇ କେବେ ତମେ ପଡାସ୍ ନାଇ କି ? “ଗର୍ବାନ୍ଦୁମନ୍ ଜନ୍ ପାକ୍ନା ଲଡାକେ ନ ଅଏ ବଲି ଚାଡିଦେଇ ରଇଲାଇ, ସେଟାସେ ଗର୍ କନର୍ ମୁକିଅ ପାକ୍ନା ଅଇଲା । ନିଜେ ମାପ୍ରୁଆକା ଏଟା କଲା ଆଚେ । ତାର୍ କାମ୍ କେତେକ୍ କାବାଅଇଜିବା କାମ୍ !”
ସାସ୍ତରର୍ ଲେକା ଇସାବେ ମୁନୁସ୍ପିଲା ମୁଇ ମରିଜିବି, ମାତର୍ ଜେ ମକେ ଦାରାଇ ଦେଇସି, ତାର୍ ଦସା କେଡେ ଇନସ୍ତା ଅଇସି ! ସେ ଜନମ୍ ନ ଅଇରଇଲେ ନିକ ଅଇତା ।
ସେବେଲେ ଜିସୁ ସେମନ୍କେ କଇଲା, “ଆଜି ରାତି ତମେ ସବୁ ଲକ୍ ମକେ ଚାଡିକରି ଉଟିଜାଇସା । ସାସ୍ତର୍ କଇଲାନି, ମୁଇ ମେଣ୍ଡା ଚାରାଉକେ ମରାଇବି ଆରି ମେଣ୍ଡାମନ୍ ଚିନ୍ବିନ୍ ଅଇଜିବାଇ ।
ମାତର୍ ସେନ୍ତାର୍ ଆଲେ ଏଟାମନ୍ ସବୁ ଗଟ୍ସି ବଲି ସାସ୍ତରେ ଜାଇ ଜାଇଟା ଲେକା ଅଇଲା ଆଚେ, ସେଟା କେନ୍ତି ପୁରାପୁରୁନ୍ ଅଇସି ?”
ଦେକା, ଏନ୍ତି ବେଲା ଆଇଲାନି, ଉଁ ସେ ବେଲା କେଟ୍ଲା ଆଚେ, ତମେ ମକେ ଗଟେକ୍ ଲକ୍କେ ଚାଡି, ଏନେ ତେନେ ଅଇକରି ନିଜର୍ ନିଜର୍ ଗରେ ଉଟିପାଲାଇସା । ଏଲେମିସା ମୁଇ ଗଟେକ୍ ଲକ୍ ନାଇ, ସବୁବେଲା ମର୍ ସଙ୍ଗ୍ ବାବା ଆଚେ ।
“ଏ ମର୍ ବାଇବଇନିମନ୍, ଜନ୍ ଇସ୍କାରିୟତ୍ ଜିଉଦା ଜିସୁକେ ଦାରାଇଦେବାକେ ସତ୍ରୁମନ୍କେ ବାଟ୍ ଦେକାଇ ଆନିରଇଲା, ତାର୍ ବିସଇ, ଦାଉଦ୍ ସୁକଲ୍ଆତ୍ମାଇ ପୁରୁନ୍ଅଇ ବବିସତ୍କାତା ସୁନାଇ ରଇଲା । ଦରମ୍ ସାସ୍ତରର୍ କାତା ସିଦ୍ ଅଇବାକେ ଏଟା ଗଟ୍ବାର୍ ରଇଲା ।
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
ମୁଇ ପର୍ତୁମ୍ତର୍ ନିଜ୍କେ ରକିଆ କର୍ବାକେ ବିଚାର୍ନା ଜାଗାଇ ଗାଲାବେଲେ, ମର୍ବାଟେ ଅଇକରି ସାକି ଦେବାକେ କେ ନ ରଇଲାଇ । ତାର୍ ବାଦୁଲେ ସବୁଲକ୍ ମକେ ଚାଡିଦେଲାଇ । ଏ କାମର୍ପାଇ ସେମନ୍କେ ପର୍ମେସର୍ ଡଣ୍ଡ୍ ନ ଦେଅ ।