62 ବଡ୍ ପୁଜାରି ଟିଆଅଇକରି ଜିସୁକେ କଇଲା, “ତୁଇ କାଇକେ କାଇଟାବଲି କଉସ୍ ନାଇ ? ଏମନ୍ କଇବା କାତା ଚାପ୍ବାକେ ତୁଇ ଆରି କାଇଟା କଇବାର୍ ଆଚେ କି ?”
“ଏ ଲକ୍ ମୁଇ ପର୍ମେସରର୍ ମନ୍ଦିର୍ ବାଙ୍ଗାଇ ଦେଇ, ସେଟା ତିନ୍ ଦିନ୍ ବିତ୍ରେ ଆରି ତରେକ୍ ଉଟାଇ ଦେଇପାରି । ” ବଲି କଇରଇଲା ।
ମାତର୍ ଜିସୁ ଚିମ୍ରାଅଇ ରଇଲା । ବଡ୍ ପୁଜାରି କଇଲା, “ମୁଇ ତମ୍କେ ଜିବନ୍ ରଇବା ପର୍ମେସରର୍ ନାଉଁ ଦାରି ପର୍ମାନ୍ କରାଇ ପାଚାର୍ଲିନି, ସତ୍ କଅ, ତୁଇ କାଇ ପର୍ମେସରର୍ ପିଲା ମସିଅ କି ?”
ତାର୍ପଚେ ସବୁଲକର୍ ଆଗ୍ତୁ ବଡ୍ ପୁଜାରି ଟିଆଅଇକରି ପାଚାର୍ଲା, “ଏ ଲକ୍ମନ୍ ତର୍ ବିରଦେ କେତେ କାତା କଇଲାଇନି, ସେ ବିସଇନେଇ ତକେ କାଇଟା ମିସା କଇବାର୍ ଆଚେ କି ?”
ସେଟାର୍ ପାଇ ଏରଦ୍ ତାକେ କାଇ କାଇ ବିସଇ ପାଚାର୍ବାର୍ ଦାର୍ଲା । ମାତର୍ ଜିସୁ ତାକେ କାଇବଲି ମିସା କଏ ନାଇ ।