11 ଜିସୁର୍ ମୁଆଟେ ଦେକି ରମ୍ ରାଇଜର୍ ସାସନ୍କାରିଆ ପିଲାତ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା କି ?” ଜିସୁ ତାକେ କଇଲା, ତୁଇ ସେଟା କଇଲୁସ୍ନି ।
ଆରି ତମେ ମର୍ ସିସ୍ ଅଇଲାର୍ ଲାଗି, ରାଜା ଆରି ସାସନ୍ କର୍ବା ଲକ୍ମନର୍ ଲଗେ ନିଆଅଇ ବିଚାର୍ କରାଇଅଇସା । ଇତିଅନି ସେମନ୍କେ ଆରି ଜିଉଦି ନଇଲା ଲକ୍ମନର୍ ତେଇ ମର୍ ବିସଇନେଇ କଇବାକେ ତମେ ବେଲା ପାଇସା ।
ସିସ୍ ତାର୍ ଗୁରୁର୍ ପାରା ଆରି ଗତିଦାଙ୍ଗ୍ଡା ନିଜର୍ ସାଉକାର୍ ପାରା ଅଇଲେ ସେମନ୍ ସାର୍ଦା ଅଇବାର୍ ଆଚେ । ଗଟେକ୍ ଗରର୍ ମୁକିଆ ମକେ, ବାଲ୍ଜିବୁଲ୍ ବଲି ଡାକ୍ଲାଇନି ବଇଲେ, ଗରର୍ ଆରି ଅଦେକ୍ ଲକ୍ମନ୍କେ ବାଇଦରେ ଅଦିକ୍ କାରାପ୍ ନାଉଁ ଦାରି ଡାକ୍ବାଇ ।”
“ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
ବିସ୍ବାସେ ବିସ୍ ଦେଉ ଜିଉଦା ଉଟି ପାଚାର୍ଲା, “ଗୁରୁ ତମେ ମକେ ଦେକାଇକରି କୁଆସ୍ନାଇ ତ ?” ଜିସୁ ତାକେ କଇଲା, “ସେଟା ତୁଇସେ କଇଲୁସ୍ନି ।”
ଜିସୁ କଇଲା, “ତୁଇ ସମାନ୍ କାତା କଇଆଚୁସ୍ । ମାତର୍ ମୁଇ ତମ୍କେ ସବୁ ଲକ୍କେ କଇଲିନି, ପର୍ମେସର୍ ପାଟାଇଲା ନର୍ପିଲା ମୁଇ, ଦାପ୍ରେ ସେ ସବୁର୍ ଉପ୍ରର୍ ମାପ୍ରୁର୍ ଉଜା ବାଟେ ବସ୍ବାକେ ଗାଲିନି, ଆରି ମକେ ତମେ ସର୍ଗେଅନି ବାଦଲ୍ ସଙ୍ଗ୍ ଉତ୍ରି ଆଇବାଟା ଦେକ୍ସା ।”
ଜିସୁ କଇଲା, “ଉଁ, ମୁଇ ସେ । ଆରି ନର୍ପିଲା ମୁଇ, ପର୍ମେସରର୍ ବେସି ବପୁର୍ ଉଜା ଆତ୍ ବାଟେ ବସିରଇଲାଟା ଆରି ସରଗର୍ ମେଗେ ଆଇବାଟା ଦେକ୍ସା ।”
ସେ କାତା ସୁନି ଗୁଲାଇ ଲକ୍ମନ୍ ଆଉଲିଅଇ ଜିସୁକେ ପାଚାର୍ଲାଇ, “ଏନ୍ତି ବଇଲେ ତୁଇକାଇ ପର୍ମେସରର୍ ପିଲା କି ?” ଜିସୁ ସେମନ୍କେ କଇଲା “ମୁଇସେ ବଲି ତମେ କଇଲାସ୍ନି ।”
ପର୍ମେସର୍ ମର୍ ସାକି, ଜେ କି ସବୁକେ ବଁଚ୍ବାକେ ଦେଇସି । ଆରି ଜିସୁକିରିସ୍ଟ ଜେ କି, ପନ୍ତିଅ ପିଲାତ୍ ପାଚାର୍ଲା ବେଲେ ସତ୍ କଇଲା, ଏ ଦୁଇ ଲକର୍ ସାକି ନେଇକରି ମୁଇ ତକେ ତିଆର୍ଲିନି,