12 ମାତର୍ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ବିରୁଦେ ଆନିରଇବା ନିନ୍ଦା କାତାର୍ କାଇମିସା ଉତର୍ ଦେଏ ନାଇ ।
ମାତର୍ ଜିସୁ ଚିମ୍ରାଅଇ ରଇଲା । ବଡ୍ ପୁଜାରି କଇଲା, “ମୁଇ ତମ୍କେ ଜିବନ୍ ରଇବା ପର୍ମେସରର୍ ନାଉଁ ଦାରି ପର୍ମାନ୍ କରାଇ ପାଚାର୍ଲିନି, ସତ୍ କଅ, ତୁଇ କାଇ ପର୍ମେସରର୍ ପିଲା ମସିଅ କି ?”
ତେବର୍ ପାଇ ପିଲାତ୍ ତାକେ କଇଲା, ତର୍ ବିରୁଦେ ସେମନ୍ ଜାଇ ଜାଇଟା କଇଲାଇନି ସେଟା କାଇ ତୁଇ ସୁନି ନାପାର୍ଲୁସ୍ନି କି ?
ମାତର୍ ଜିସୁ ପଦେକ୍ ମିସା କଏନାଇ ଜେ ପିଲାତ୍ କାବାଅଇଗାଲା ।
ସେଟାର୍ ପାଇ ଏରଦ୍ ତାକେ କାଇ କାଇ ବିସଇ ପାଚାର୍ବାର୍ ଦାର୍ଲା । ମାତର୍ ଜିସୁ ତାକେ କାଇବଲି ମିସା କଏ ନାଇ ।
ଦରମ୍ ସାସ୍ତରର୍ ଏ ପଦ୍ ପଡ୍ତେ ରଇଲା, “ମରାଇବାକେ ନେବା ମେଣ୍ଡାପାରା, ଲକ୍ମନ୍ ତାକେ ଡାକିନେଲାଇ, ଗଟେକ୍ ମେଣ୍ଡାର୍ ବାଲ୍ କାଟ୍ବା ବେଲେ ଜେନ୍ତି ସେ ଚିମ୍ରାଇଅଇରଇସି, ସେନ୍ତାରି ସେ ପଦେକ୍ ମିସା କାତା କଏ ନାଇ ।
ଲକ୍ମନ୍ ତାକେ କିଜାଇଲାବେଲେ ସେ ନିନ୍ଦା କାତାକଇ ଟଣ୍ଡ୍ ଲାଗାଏ ନାଇ । ତାକେ ଦୁକ୍ କସ୍ଟ ଦେଲାକେ ସେ ଦମ୍କାଏ ନାଇ । ମାତର୍ କାଇ ଅନିଆଇ ନ କର୍ବା ପର୍ମେସର୍କେ ସବୁ ବିସଇ ଚାଡିଦେଲା ।