13 ତେବର୍ ପାଇ ପିଲାତ୍ ତାକେ କଇଲା, ତର୍ ବିରୁଦେ ସେମନ୍ ଜାଇ ଜାଇଟା କଇଲାଇନି ସେଟା କାଇ ତୁଇ ସୁନି ନାପାର୍ଲୁସ୍ନି କି ?
ବଡ୍ ପୁଜାରି ଟିଆଅଇକରି ଜିସୁକେ କଇଲା, “ତୁଇ କାଇକେ କାଇଟାବଲି କଉସ୍ ନାଇ ? ଏମନ୍ କଇବା କାତା ଚାପ୍ବାକେ ତୁଇ ଆରି କାଇଟା କଇବାର୍ ଆଚେ କି ?”
ମାତର୍ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ବିରୁଦେ ଆନିରଇବା ନିନ୍ଦା କାତାର୍ କାଇମିସା ଉତର୍ ଦେଏ ନାଇ ।
ମାତର୍ ଜିସୁ ପଦେକ୍ ମିସା କଏନାଇ ଜେ ପିଲାତ୍ କାବାଅଇଗାଲା ।
ପିଲାତ୍ ପର୍ସନ୍ କଲା, “ମୁଇ ଗଟେକ୍ ଜିଉଦି ଲକ୍ ବଲି ବାବ୍ଲୁସ୍ନି କି ? ତର୍ ନିଜର୍ ଲକ୍ମନ୍ ଆରି ମୁକିଅ ପୁଜାରିମନ୍ ତକେ ମର୍ଟାନେ ସର୍ପି ଦେଇ ଆଚତ୍ । ତୁଇ କାଇ ବୁଲ୍ କରିଆଚୁସ୍ ?”
ରମିୟ ସନିଅମନର୍ ମୁକିଆ ପାଉଲ୍କେ ଗଡ୍ ବିତ୍ରେ ଦାରିଜିବାକେ ସନିଅମନ୍କେ ତିଆର୍ଲା ଆରି ଜିଉଦିମନ୍ କାଇକେ ତାର୍ ବିରୁଦେ ଆଉଲି ଅଇଲାଇନି, ସେଟା ଜାନ୍ବାକେ ପାଉଲ୍କେ କର୍ଡା ସଙ୍ଗ୍ ମାର୍ବାକେ ଆଦେସ୍ ଦେଲା ।