18 ପିଲାତ୍, ଜିଉଦି ନେତାମନ୍ ଆଁକାର୍ ଅଇ ଜିସୁକେ ତାର୍ଟାନେ ସର୍ପିଦେଇ ଆଚତ୍ ବଲି ନିକ ସଙ୍ଗ୍ ଜାନିରଇଲା ।
ତେଇ ଆସି ରଇଲା ଲକ୍ମନ୍କେ ପିଲାତ୍ ପାଚାର୍ଲା, “ମୁଇ କାକେ ମୁକ୍ଲାଇ ଦେବି ବଲି ତମେ ମନ୍ କଲାସ୍ନି ? ବାର୍ବାକେ କି ଜିସୁକେ, ଜାକେ କିରିସ୍ଟ ବଲି କଇବାଇ ?”
ପିଲାତ୍ ବିଚାର୍ନା ଜାଗାଇ ବସି ରଇଲାବେଲେ ତାର୍ ମାଇଜି ଗଟେକ୍ କବର୍ କଇଲା, “କାଇ ଦସ୍ପାପ୍ ନ କଲା ସେ ଲକ୍କେ କାଇଟା କରା ନାଇ । କାଲି ରାତି ସପ୍ନେ ତାର୍ ଲାଗି ମୁଇ ବେସି କସ୍ଟ ପାଇଲି । ”
ପିଲାତ୍ ରାଜା କାଇକେ ଏନ୍ତି କଇଲା ବଇଲେ, ମୁକିଅ ପୁଜାରିମନ୍ କୁଟ୍ ପାଁଚି ଜିସୁକେ ତାର୍ ଆତେ ସର୍ପିଦେଇ ଆଚତ୍ ବଲିକରି ସେ ଜାନିରଇଲା ।
ବେସି ଲକ୍ ରୁଣ୍ଡ୍ଲାଟା ଦେକି, ଜିଉଦି ନେତାମନ୍ ଇଁସା ଅଇଲାଇ । ଆରି ପାଉଲ୍ କଇବା କାତା, ବିରଦ୍ କରି ନିନ୍ଦା କଲାଇ ।
ତାର୍ ପଚେ ବଡ୍ ପୁଜାରି, ତାର୍ସଙ୍ଗ୍ ରଇବା ଲକ୍ମନ୍ ଆରି ସାଦୁକି ଦଲର୍ ଲକ୍ମନ୍, ସିସ୍ମନ୍କେ ଇଁସା ଅଇଗାଲାଇ । ଆରି ସେମନର୍ ବିରୁଦେ କାଇଟାଆଲେ କରୁ ବଲି ଜଜ୍ନା କଲାଇ ।
“ଜାକୁବର୍ ପଅମନ୍ ତାକର୍ ସାନ୍ ବାଇ ଜସେପ୍କେ ଇଁସା ଅଇକରି, ମିସର୍ ଦେସର୍ ବେବାରିମନ୍କେ ବିକିଦେଲାଇ । ମାତର୍ ପର୍ମେସର୍ ଜସେପର୍ ସଙ୍ଗ୍ ରଇଲା ।
ତମେ ଦରମ୍ ସାସ୍ତରେ ଲେକାଅଇରଇବା ଏ ବାକିଅ ଚୁଚାଇ ବଲିକରି ବାବ୍ଲାସ୍ନି କି ? ପର୍ମେସର୍ ଜନ୍ ଆତ୍ମାକେ ଆମର୍ ବିତ୍ରେ ବାସାଅଇରଇବାକେ ଦେଲାଆଚେ, ସେ ଆମ୍କେ ପୁରାପୁରୁନ୍ ଅଦିକାର୍ କର୍ବାକେ ମନ୍ କଲାନି ।