23 ପିଲାତ୍ ପାଚାର୍ଲା, “ମାତର୍ ସେ କାଇ ଦସ୍ କଲା ଆଚେ ?” ସେମନ୍ ଆରି ଅଦିକ୍ ଆଉଲିଅଇ କଇବାର୍ ଦାର୍ଲାଇ “ତାକେ କୁର୍ସେ ଚଗାଆ ।”
ପିଲାତ୍ ପାଚାର୍ଲା, “ତେବେ ସବୁ ଲକ୍ ମସିଅ ବଲି ଜାନିରଇଲା ଜିସୁକେ ମୁଇ କାଇଟା କର୍ବି ?” “ତାକେ କୁର୍ସେ ଚଗାଆ” ବଲି ସବୁଲକ୍ ଆଉଲି ଅଇଲାଇ ।
ଜେଡେବେଲେ ପିଲାତ୍ ଦେକ୍ଲା ଜେ ସେମନ୍କେ ଆରି କାଇଟା କଇକରି ମିସା ଲାବ୍ ନାଇ, ନଇଲେ ଗଣ୍ଡ୍ଗଲ୍ ଅଇବାର୍ ଉପ୍ରେ ଆଚେ, ସେ ପାନି ଗୁଡିକ୍ ନେଇ, ସବୁ ଲକ୍ମନର୍ ମୁଆଟେ ଆତ୍ ଦଇପାକାଇ କଇଲା, “ଏ ଲକର୍ ମରନର୍ ପାଇ ମୁଇ ଦାଇ ନାଇ । ଏଟା ତମର୍ କାମ୍ ।”
ତାର୍ ପଚେ ପିଲାତ୍ ମୁକିଅ ପୁଜାରିମନ୍କେ ଆରି ତେଇ ରଇଲା ସବୁ ଲକ୍ମନ୍କେ କଇଲା, “ମୁଇ ଏ ଲକ୍ ଦସି ବଲି କାଇ ବୁଲ୍ ଦେକି ନାଇ ।”
ଜିସୁକେ ବେସି ଲକ୍ ଦସ୍ଦେଲାଇ । ମାତର୍ କେ ମିସା ମରନର୍ ଡଣ୍ଡ୍ ପାଇବା ଏତ୍କି ଦସ୍ କଜି ନାପାର୍ଲାଇ । ଏଲେମିସା ତାକେ ମରନର୍ ଡଣ୍ଡ୍ ଦେବାକେ ପିଲାତ୍କେ ବାଦିଅ କଲାଇ ।
ତାକର୍ ଦଦାପେଲା ଅଦିକ୍ ଅଦିକ୍ ଅଇଗାଲାକେ ଲକ୍ମନ୍ ପାଉଲ୍କେ ଗନ୍ଦାଗନ୍ଦା କରି ଚିରି ପାକାଇବାଇ ବଲି ସନିଅମନର୍ ମୁକିଅ ଡର୍ଲା । ତେବେ ସେ ଗଣ୍ଡ୍ଗଲ୍ ଅଇବା ଲକ୍ମନର୍ ବିତ୍ରେଅନି ପାଉଲ୍କେ ରକିଆ କରି ଗଡ୍ ବିତ୍ରେ ଦାରି ଜିବାକେ ସନିଅମନ୍କେ ତିଆର୍ଲା ।
ବଡ୍ ସବାର୍ ଲକ୍ମନ୍ ସେ କାତା ସୁନିକରି ଆତ୍ ସଙ୍ଗ୍ କାନେ ଚୁଟିଅଇଦେଲାଇ, ଆରି ବେସି ଆଉଲିଅଇଲାଇ । ତାର୍ପଚେ ସବୁଲକ୍ ଗଟେକ୍ ଅଇକରି ତିପାନର୍ ବାଟେ ଉଦ୍ଲି ଆଇଲାଇ ।