34 ତେଇ ସେମନ୍ ଜିସୁକେ ପିତା ରଇବା ଅଙ୍ଗୁର୍ ରସ୍ କାଇବାକେ ଦେଲାଇ । ସେଟା ଜିସୁ ଅଲପ୍ ଚାକିକରି ଆରି କାଏନାଇ ।
ଗଟେକ୍ ଲକ୍ ପାଲାଇ ଜାଇ ପିତା ରଇଲା ଅଙ୍ଗୁର୍ରସ୍ଟାନେ ଗଟେକ୍ ସୁତାର୍ ଗର୍ଣ୍ଡା ବୁଡାଇଲା । ଆରି ସେଟା ଲାଟି ଟିପେ ବାନ୍ଦି କାଅ ବଲି ଜିସୁର୍ ମୁଆଟେ ଲାମାଇଦେଲା ।
ସେମନ୍ ଜିସୁକେ ଅସ ମିସାଇଲା ଅଙ୍ଗୁର୍ ରସ୍ କାଅ ବଲିକରି ଦେଲାଇ, ମାତର୍ ସେ ନିଚ୍ଲା ।
କାଇକେବଇଲେ ଜେତ୍କି ଲକ୍ ତାକର୍ ବିସ୍ବାସ୍ ଚାଡିଆଚତ୍, ସେମନର୍ ମନ୍ ପର୍ମେସରର୍ ଉଜଲ୍ସଙ୍ଗ୍ ଉଗାଡି ଅଇ ଆଚେ । ସେ ଦେଇ ରଇବା ସୁଆଦ୍ ସେମନ୍ ଚାକିଆଚତ୍ । ଆରି ସୁକଲ୍ଆତ୍ମା ପାଇଆଚତ୍ ।