41 ମୁକିଅ ପୁଜାରି, ଦରମ୍ ଗୁରୁ ଆରି ଜିଉଦି ଜାତିର୍ ପାର୍ଚିନ୍ ନେତାମନ୍ ମିସା ଜିସୁକେ କିଜାଇକରି କଇଲାଇ,
“ ତୁଇସେ କାଇକି ମନ୍ଦିର୍ ବସ୍ଲାଇଦେଇ ତିନ୍ ଦିନ୍କେ ଆରି ତରେକ୍ ତିଆର୍ କରିଦେଇତେ ରଇଲୁସ୍ ? ତୁଇ ଜଦି ପର୍ମେସରର୍ ପଅ, ନିଜ୍କେ ରକିଆ କର୍ ଆରି କୁର୍ସେଅନି ଉତ୍ରି ଆଉ ।”
“ସେ ବିନ୍ ଲକ୍ମନ୍କେ ରକିଆ କର୍ତେ ରଇଲା, ମାତର୍ ନିଜ୍କେ ରକିଆ କରିନାପାର୍ଲାନି । ସେ ଇସ୍ରାଏଲର୍ ରାଜା କାଇକି ? ଏବେ ଜଦି ସେ କୁର୍ସେଅନି ଉତ୍ରି ଆସି ପାର୍ସି ବଇଲେ ଆମେ ତାକେ ବିସ୍ବାସ୍ କର୍ବୁ ।
ସେଟା କାଇଟା ବଇଲେ, ଜିରୁସାଲମେ ମକେ ରମିୟ ଲକ୍ମନ୍କେ ସର୍ପିଦେବାଇ ଆରି ସେମନ୍ ମକେ କିଜାଇବାଇ ଆରି ଲାଜ୍ କରାଇ, ମର୍ ଉପ୍ରେ ତୁକ୍ବାଇ ।
ଜିସୁ ତାକେ ବନ୍ଦି କର୍ବାକେ ଆଇଲା ମୁକିଅ ପୁଜାରିମନ୍କେ, ମନ୍ଦିର୍ ଜାଗି ରଇବା ସେନାପତିମନ୍କେ ଆରି ପାର୍ଚିନ୍ମନ୍କେ କଇଲା, “ମୁଇ କାଇ ଡାକୁ କି ? ମକେ ଦାର୍ବାକେ ବଡ୍ ବଡ୍ ଟେଙ୍ଗ୍ ଆରି କାତିକାଣ୍ଡା ଦାରି ଆସି ଆଚାସ୍ ।
ସବୁ ଲକ୍ମନ୍ ଟିଆଅଇ ଦେକ୍ବାବେଲେ ଜିଉଦି ନେତାମନ୍ ଜିସୁକେ କିଜାଇକରି ଆଁସ୍ଲାଇ ଆରି କଇଲାଇ “ସେ ବିନ୍ଲକ୍ମନ୍କେ ରକିଆ କଲା, ଜଦି ତୁଇ ପର୍ମେସର୍ ବାଚିପାଟାଇଲା କିରିସ୍ଟ ବଇଲେ ନିଜ୍କେ ରକିଆ କର ।”