47 ଲଗେ ଟିଆ ଅଇରଇବା କେତେ ଲକ୍ ଏଟା ସୁନିକରି କଇଲାଇ, “ସେ ଏଲିୟକେ ଡାକ୍ଲାନି ।”
ଜଦି ସେମନର୍ କାତା ତମେ ବିସ୍ବାସ୍ କର୍ସା, ତେବେ ଜଅନ୍ ଅଇଲାନି ସେ ଏଲିୟ, ଜେ କି ପର୍ତୁମ୍ ଆଇବାର୍ ରଇଲା ।
ଆଡ୍ବେଲାର୍ ତିନ୍ଟା ବେଲେ ଜିସୁ ଆକ୍ମାରି କଇଲା, “ଏଲି, ଏଲି, ଲାମାସବକ୍ତାନି, ବଇଲେ ଏ ମର୍ ପର୍ମେସର୍, ଏ ମର୍ ପର୍ମେସର୍, ମକେ ତମେ କାଇକେ ଚାଡିଦେଲାସ୍ ?”
ଗଟେକ୍ ଲକ୍ ପାଲାଇ ଜାଇ ପିତା ରଇଲା ଅଙ୍ଗୁର୍ରସ୍ଟାନେ ଗଟେକ୍ ସୁତାର୍ ଗର୍ଣ୍ଡା ବୁଡାଇଲା । ଆରି ସେଟା ଲାଟି ଟିପେ ବାନ୍ଦି କାଅ ବଲି ଜିସୁର୍ ମୁଆଟେ ଲାମାଇଦେଲା ।