51 ସେଡ୍କି ବେଲେ ମନ୍ଦିରେ ଜୁଲ୍ତେ ରଇବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ଗନ୍ଦାଅଇ ଚିରିଅଇଗାଲା । ଦର୍ତନି ଚୁଲ୍ବୁଲି ପାକ୍ନାମନ୍ ସବୁ ପୁଟିଗାଲା
ଦର୍ତନି ଚୁଲ୍ବୁଲି ବିନ୍ ବିନ୍ ଗଟ୍ନା ଅଇବାଟା ଦେକି, ଜିସୁକେ ଜାଗିରଇବା ସନିଅମନର୍ ମୁକିଅ ଆରି ବିନ୍ ସନିଅମନ୍ ଡରିଗାଲାଇ । ସେମନ୍ କଇଲାଇ, “ସତଇସେ ଏ ନିଜେ ପର୍ମେସରର୍ ପଅ ଆକା !”
ସେଡ୍କିବେଲେ ଅଟାତ୍ ଦର୍ତନି ଚୁଲ୍ବୁଲିଗାଲା । ଏଦେ ଦେକା ! ମାପ୍ରୁର୍ ଗଟେକ୍ ସରଗ୍ ଦୁତ୍ ଉତ୍ରି ଆସି, କବର୍ ମୁଆଟେ ଡାବିରଇଲା ପାକ୍ନା ଡୁଲ୍ଗୁଡାଇଦେଇ ତାର୍ ଉପ୍ରେ ବସି ରଇଲା ।
ସେବେଲା ମନ୍ଦିରର୍ ସୁକଲ୍ ଜାଗା ବିନେ କର୍ବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ତାଡ୍ ଅଇ ଚିରିଅଇଗାଲା ।
ଆରି ଏଦେ ଦେକା ! ମନ୍ଦିରର୍ ସୁକଲ୍ ଜାଗା, ବିନେ କର୍ବା ପାର୍ଦା ମଜାଇ ଦୁଇପଡା ଅଇ ଚିରିଅଇଲା ।
ରମିୟ ସନିଅମନର୍ ସେନାପତି ଏ ଗଟ୍ନା ଦେକି, ପର୍ମେସରର୍ ମଇମା କରି କଇଲା, “ସତଇସେ ଏ ଗଟେକ୍ ଦରମ୍ ଲକ୍ ରଇଲା ।”
ଏ ଆସା ଆମର୍ ବିସ୍ବାସ୍ ଡାଁଟ୍ କରାଇସି । କାଇକେବଇଲେ ସେଟା ପୁରାପୁରୁନ୍ ଅଇସିଆକା । ଅମର୍ ଆସାର୍ ଲାଗି ଆମେ ପର୍ମେସରର୍ ଜାଗାଇ ପୁରିଆଚୁ । ଏଟା ଜେନ୍ତାରି ବଡ୍ ପୁଜାରି ମନ୍ଦିରର୍ ଅଦିକ୍ ସୁକଲ୍ ଜାଗାଇ ପୁର୍ସି । ଜନ୍ ଜାଗା କି ପାର୍ଦା ବିତ୍ରେ ଲୁଚିରଇସି ।
ସେ ଜାଗାଇ ପୁର୍ବା ବାଟେ ଗଟେକ୍ ପାର୍ଦା ରଇଲା । ପାର୍ଦାର୍ ପଚ୍ବାଟେ ଜନ୍ ଜାଗା ରଇଲା, ତାକେ ବଡ୍ ସୁକଲ୍ ଜାଗା ବଲି କଇତେ ରଇଲାଇ ।
ସେଡ୍କିବେଲେ, ଏଦେ ଦେକା ! ବେସି ଦର୍ତନି ଚୁଲ୍ବୁଲି ଗାଲା । ନଅରର୍ ଦସ୍ବାଗେଅନି ଗଟେକ୍ ବାଗ୍ କୁରୁପ୍ନାସ୍ ଅଇଗାଲା । ଆରି ତେଇ ୭,୦୦୦ ଲକ୍ମନ୍ ମରିଗାଲାଇ । ବାକି ରଇଲା ଲକ୍ମନ୍ ଡରିକରି ସର୍ଗେ ରଇବା ପର୍ମେସରର୍ ବପୁକେ ଡାକ୍ପୁଟା କଲାଇ ।
ସର୍ଗେ ରଇବା ପର୍ମେସରର୍ ମନ୍ଦିର୍ ଉଗାଡି ଅଇଲା ଆରି ତେଇ ରାଜିନାମାର୍ ପେଡି ଡିସ୍ଲା । ତାର୍ପଚେ ବିଜ୍ଲି ଜଟକ୍ଲା, ଗଡ୍ଗଡି ମାର୍ଲା ଦର୍ତନି ଚୁଲ୍ବୁଲ୍ଲା ଆରି ବେସି କାରାପାକ୍ନା ମିସା ମାର୍ଲା ।