53 ସେମନ୍ କବର୍ ଦେଇରଇବା କାଲେଅନି ଉଟି ଆଇଲାଇ । ଜିସୁ ଆରିତରେକ୍ ଉଟ୍ଲା ପଚେ ଲକ୍ମନ୍, ଏମନ୍କେ ସୁକଲ୍ ଜାଗା ଜିରୁସାଲମେ ଜିବାଟା ଦେକ୍ଲାଇ ।
ତେଇଅନି ସଇତାନ୍ ଜିସୁକେ ସୁକଲ୍ ଗଡ୍ ଜିରୁସାଲାମ୍ ଡାକିନେଲା । ତେଇ ତାକେ ମନ୍ଦିର୍ ଟିପେ ଟିଆ କରାଇ କଇଲା,
ମାତର୍ ମନ୍ଦିର୍ ବାଇରେ ରଇବା ଡାଣ୍ଡ୍ ନାପ୍ନାଇ । କାଇକେବଇଲେ ସେ ଜାଗା ଜିଉଦି ନ ଅଇଲା ଲକ୍ମନ୍କେ ଦିଆଅଇଲା ଆଚେ । ସେମନ୍ ସୁକଲ୍ ନଅରେ ରଇ ୪୨ ମାସ୍ ଜାକ ସେ ନଅର୍କେ ଅସୁକଲ୍ କରିଦେବାଇ ।
ଆରି ସେ ସୁକଲ୍ ନଅର୍ ଦେକ୍ଲି । ସେଟା ରଇଲା ନୁଆ ଜିରୁସାଲେମ୍ । ସର୍ଗେଅନି, ପର୍ମେସର୍ଟାନେଅନି, ସେଟା ଉତ୍ରି ଆଇତେରଇଲା । ଗଟେକ୍ ଦାଙ୍ଗ୍ଡି ଦାଙ୍ଗ୍ଡାକେ ବେଟ୍ ଅଇବାକେ ଗାଲେ କେନ୍ତାଟା ପିନ୍ଦିରଇସି, ସେନ୍ତାରି ତିଆର୍ ପିଆର୍ ଅଇରଇଲା ।
ଏ ବବିସତ୍ କାତାର୍ ବଇଟାନେଅନି କେ ଜଦି କାଇ ବିସଇ ମିସା ଲୁଚାଇଦେଲେ, ଏ ବଇଟାନେ ଲେକାଅଇରଇବା ଜିବନର୍ ଗଚର୍ ପଲ୍ ଆରି ସୁକଲ୍ ନଅରେଅନି ସେମନ୍ ପାଇରଇବାଟା ତାକର୍ଟାନେଅନି ଦାରିଜାଇସି ।