7 ସେ ଡାବୁ କେନ୍ତାରି କର୍ଚ କରିଅଇସି, ଏ ବିସଇର୍ କାତାବାର୍ତା ଅଇ କୁମାର୍କେତ୍ ନାଉଁର୍ କଣ୍ଡେକ୍ ଜମି ଗେନ୍ଲାଇ । ଏଟା ବିନ୍ ଦେସର୍ ମଲା ଲକ୍ମନର୍ ପାଇ କବର୍ ଦେବା ଜାଗା ଅଇଲା ।
ମୁକିଅ ପୁଜାରିମନ୍ ଜିଉଦା ପିଙ୍ଗି ରଇଲା ରୁପାଟାଙ୍ଗାମନ୍ ଟୁଲିଆଇ କଇଲା, “ଏଟା ବନିର୍ ମୁଲିଅ, ଏଟା ମନ୍ଦିରର୍ ଦାନ୍ଦେବା ଜାଗାଇ ସଙ୍ଗଇବାଟା ନିୟମ୍ ବିରୁଦର୍ କାମ୍ ।”
ତେବର୍ ପାଇ ଆଜିକେ ଜାକ ସେ ଜାଗାକେ ବନିର୍ ଜାଗାବଲିକରି କଇଲାଇନି ।