9 ଏ ବିସଇ ନେଇକରି ଜିରିମିୟ ବବିସତ୍ବକ୍ତା ଜେନ୍ତି କଇରଇଲା, ସେଟା ପୁରାପୁରୁନ୍ ଅଇଲା । ଜନ୍ଟା ତିରିସ୍ ଟାଙ୍ଗାକେ ବିକ୍ବାକେ ଇସ୍ରାଇଲର୍ ପିଲାମନ୍ ରାଜି କରିରଇଲାଇ ସେଟା ନେଲାଇ ।
ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା ।
ଏନ୍ତି ଅଇଲାଜେ ଜିରିମିୟ ବବିସତ୍ବକ୍ତା କଇଲା ଏ ବାକିଅ ପୁରାପୁରୁନ୍ ଅଇଲା । ସେ ଏନ୍ତି କଇରଇଲା,
“ ଜିସୁକେ ଦାରାଇଦେଲେ ମକେ କାଇଟା ଦେଇସା ?” ସେମନ୍ ତାକେ ତିରିସ୍ଟା ରୁପାଟାଙ୍ଗା ଏଜିକରି ଦେଲାଇ ।