3 ଜିସାଇୟ ବବିସତ୍ବକ୍ତା ଜନ୍ ଲକର୍ ବିସଇନେଇ ଏ ବାକିଅ କଇରଇଲା, ଜଅନ ସେ, ସେ ଲକ୍ । ମରୁବାଲି ବୁଏଁ ଗଟେକ୍ ଲକ୍ ଆକ୍ମାରି କଇଲାନି, “ମାପ୍ରୁର୍ ବାଟ୍ ତିଆର୍ କରା, ସେ ଆଇବାକେ ଗଟେକ୍ ସଲକ୍ ବାଟ୍ କରା ।”
ତାର୍ ସର୍ ମରୁବାଲି ବୁଏଁ ଆଉଲିଅଇକରି ସୁନାଇଲାନି ମାପ୍ରୁର୍ ବାଟ୍ ତିଆର୍ କରା, ତାର୍ପାଇ ବାଟ୍ ସଲ୍କାଆ ।
ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।”
ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
ଜିସାୟ ବବିସତ୍ବକ୍ତା ଜେନ୍ତି କଇରଇଲା, ଜଅନ୍ ସେମନ୍କେ ସେନ୍ତି କଇଲା । “ମୁଇ ମରୁବାଲି ବୁଏଁ ଆକ୍ମାରି ବୁଲ୍ବା ଗଟେକ୍ ସବଦ୍ ମାପ୍ରୁ ଜିବାକେ ଗଟେକ୍ ସଲକ୍ ବାଟ୍ ତିଆର୍ କରା !”