4 ଜଅନ୍ ପିନ୍ଦ୍ବାଟା ଉଁଟ୍ ଚାମ୍ ସଙ୍ଗ୍ ତିଆର୍ ଅଇ ରଇଲା । ଆରି ଚାମର୍ ଆଁଟାବେଡା ବାନ୍ଦିଅଇତେ ରଇଲା । ସେ ଚିଟ୍କା ଆରି ବନେ ରଇବା ମୁଉ କାଇତେରଇଲା ।
ଜଅନ୍ ତର୍କେ ତର୍ ଉପାସ୍ କର୍ତେ ରଇଲା ଆରି କେବେ ମିସା ମଦ୍ ନ କାଇତେ ରଇଲା, ମାତର୍ ତମେ ତାକେ ଡୁମା ଦାର୍ଲା ଲକ୍ ବଲି କଇଲାସ୍ନି ।
କାକେ ଦେକ୍ବାକେ ଜାଇ ରଇଲାସ୍ ? କାଇ ସୁନ୍ଦର୍ ବସ୍ତର୍ ପିନ୍ଦିରଇବା ଲକ୍କେ ଦେକ୍ବୁ ବଲି ଜାଇ ରଇଲାସ୍ କି ? ସେନ୍ତି ବସ୍ତର୍ ପିନ୍ଦ୍ବା ଲକ୍ ରାଜାର୍ ଗରେ ରଇବାଇ ।
ଜଅନ୍ ଉଟର୍ ଚେଣ୍ଡିସଙ୍ଗ୍ ତିଆର୍ ଅଇଲା ଲୁଗା ପିନ୍ଦି, ପସୁ ଚାମର୍ ଆଁଟାବେଡା ଆଁଟାଇ ବାନ୍ଦି ଅଇତେରଇଲା । ତାର୍ କାଦି ଅଇଲା ଚିଟ୍କା ଆରି ବନର୍ ମୁ ।
ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।”
ବାସ୍ତା ପିନ୍ଦିରଇବା ଦୁଇଟା ସାକିମନ୍କେ ମୁଇ ପାଟାଇବି । ସେ ବାରସ ସାଟେଦିନ୍ ମୁଇ ସେମନ୍କେ କଇଲାଟା ଜାନାଇବାଇ ।