ମାତିଉ 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମାତର୍ ପାରୁସି ଆରି ସାଦୁକି ମନର୍ ବିତ୍ରେ ଅନି ମିସା କେତେକ୍ ଲକ୍ ଡୁବନ୍ ନେବାକେ ଆଇବାଟା ଦେକି ଜଅନ୍ ସେମନ୍କେ କଇଲା, “ଏ ବେସି ବିସ୍ରଇବା ସାଁପର୍ ପାରା ବଁସର୍ ଲକ୍ମନ୍, ପର୍ମେସରର୍ ଟାନେଅନି ଆଇବା ଡଣ୍ଡ୍ତେଇ ଅନି ପାଲାଇବାକେ ତମ୍କେ କେ ଚେତ୍ନା ଦେଲା ? အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।