1 ତାର୍ପଚେ ସୁକଲ୍ଆତ୍ମା ଜିସୁକେ ମରୁବାଲି ବୁଏଁ ଡାକିନେଲା । ତେଇ ସଇତାନ୍ ତାକେ ପରିକା କଲା ।
ମୁଇ ତମର୍ ସଙ୍ଗ୍ ଆରି ଅଦିକ୍ ପର୍ କାତାବାର୍ତା କରି ନାପାରି । କାଇକେ ବଇଲେ, ଏ ଦୁନିଆର୍ ସାସନ୍କାରିଆ ଆଇଲାନି । ଆରି ମର୍ଟାନେ ତାର୍ କାଇ ଅଦିକାର୍ ନାଇ ।
ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।
ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
ସେ ଦୁକ୍କସ୍ଟ ପାଇଲା ଆରି ପରିକା କରାଇ ଅଇଲା, ଏବେ ଆମେ ଜେତ୍କି ଲକ୍ ପରିକା କରାଇଅଇଲୁନି, ଆମ୍କେ ସବୁକେ ସାଇଜ କରିପାର୍ସି ।
ମାତର୍ ଗଟେକ୍ ଲକର୍ କରାପ୍ ଗୁନ୍ଚଲନ୍ ତାକେ ପରିକା କରାଇ ଅଇବାକେ ଡାକିନେଇସି ।