10 ତେଇ ଜିସୁ ତାକେ କଇଲା “ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”
ଜିସୁ ପାସ୍ଲି କରି କଇଲା, “ମର୍ ମୁଆଟେଅନି ଦୁରିକେ ଜା ସଇତାନ୍ । ତୁଇ ମର୍ ବାଟ୍ ଚୁଟିଦେଲୁସ୍ନି । ମକେ ନିଚୁ ବଲି କଅ ନାଇ । କାଇକେ ବଇଲେ ତମର୍ ଚିନ୍ତା ମୁନୁସ୍ମନର୍ତେଇଅନି, ପର୍ମେସରର୍ତେଇ ଅନି ନାଇ ।”
ମରୁବାଲି ବୁଏଁ ଚାଲିସ୍ ଦିନ୍ ରଇଲାବେଲେ, ସଇତାନ୍ ତାକେ ପାପ୍କରାଇବାକେ ଚେସ୍ଟା କର୍ତେରଇଲା । ସେ ଜାଗାଇ ବନର୍ ଜଁତ୍ମନ୍ ରଇଲାଇ, ଆରି ସରଗର୍ ଦୁତ୍ମନ୍ ଆସି ତାର୍ ସେବା କର୍ତେରଇଲାଇ ।
ମାତର୍ ଜିସୁ ସେମନ୍କେ କଇଲା, “ସଇତାନ୍ ବାଦ୍ଲେଅନି ବିଜ୍ଲି ପାରା ଅଇ ଅଦର୍ବାଟା ମୁଇ ଦେକ୍ଲି ।
ଆରି ସଇତାନ୍ ମିସା ବାଗ୍ ବାଗ୍ ଅଇ, ନିଜର୍ ବିରୁଦେ ଉଟ୍ଲାନି ବଇଲେ, ତାର୍ ରାଇଜ କେନ୍ତି ତବିର୍ ଅଇକରି ରଇସି ? ନାଇ ନ ରଏ । ମୁଇ କାଇକେ ଏଟା କଇଲିନି ବଇଲେ, ବାଲ୍ଜିବୁଲର୍ ସାଇଜ ନେଇ ଡୁମା ଚାଡାଇଲିନି ବଲି ତମେ ତା କଇଲାସ୍ନି ।
“ମୁଇ ତାକେ ନିକ କଲି ଆଚି । ଏ ମାଇଜି ଅବ୍ରାଆମର୍ କୁଟୁମର୍ ଲକ୍ । ସଇତାନ୍ ତାକେ ଅଟ୍ର ବରସ୍ ଜାକ ଦାରି ରଇଲା । ସେ ମାଇଜି ବିସ୍ରାମ୍ ବାରେ ନିକ ଅଇବାଟା ଟିକ୍ ନଏଁ କି ?”
ଆରି ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ରଇଲା । ସେବେଲାଇ ତାର୍ ମନ୍ ବିତ୍ରେ ସଇତାନ୍ ପୁରିଦେଲା ।
“ଏ ସିମନ୍, ସିମନ୍ ! ସୁନ୍ ! ଚାସି ଜେନ୍ତି ଦାନ୍ ଉଡାଲିକରି ପଟ୍ ବିନେ କର୍ସି, ସେନ୍ତାରି ସଇତାନ୍ ତମ୍କେ ତେରେପେତେ କର୍ବାକେ ଆଦେସ୍ ପାଇଲା ଆଚେ ।
ଜିସୁ ତାକେ କଇଲା, “ପର୍ମେସରର୍ ସାସ୍ତରେ ଲେକାଅଇଆଚେ, ତୁଇ ତର୍ ପର୍ମେସର୍କେସେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”
ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
ତୁଇ ସେମନର୍ ଆଁକି ପିଟାଇଦେସ୍ ବଲି ମୁଇ ତକେ କଇଲିନି । ଜେନ୍ତିକି ସେମନ୍ ଆନ୍ଦାରେଅନି ଉଜଲେ ଆରି ସଇତାନର୍ ବାନ୍ଦନେଅନି ମାପ୍ରୁର୍ ବାଟେ ବାଅଡ୍ବାଇ । ଜେନ୍ତିକି ମକେ ବିସ୍ବାସ୍ କଲାର୍ ପାଇ, ସେମନର୍ ପାପ୍ କେମା ଅଇସି । ଆରି ମାପ୍ରୁ ବାଚ୍ଲା ଲକ୍ମନର୍ ସଙ୍ଗ୍ ସେମନ୍କେ ମିସା ଡାକିନେବାଇ ।”
ପିତର୍ ତାକେ କଇଲା, “ଅନନିୟ ତୁଇ କେନ୍ତି ସଇତାନର୍ ପାନ୍ଦେପଡି ଜମି ବିକି ଆନିରଇବା ଡାବୁ କେତେକ୍ ନିଜର୍ ପାଇ ସଙ୍ଗଇକରି ସୁକଲ୍ ଆତ୍ମାର୍ ମୁଆଟେ ମିଚ୍ କଇଲୁସ୍ ?
ଏନ୍ତାରି ଲକ୍କେ ତାର୍ ଗାଗଡ୍ କୁରୁପ୍ନାସ୍ ଅଇଜିବାକେ ସଇତାନର୍ ଆତେ ସର୍ପି ଦେବାର୍ ଆଚେ । ସେନ୍ତାର୍ କଲେ ମାପ୍ରୁ ଆରି ତରେକ୍ ଆଇବା ବେଲେ ତାର୍ ଆତ୍ମା ରକିଆ ପାଇପାର୍ସି ।
ଦୁଇ ମାଇଜି ମୁନୁସ୍ ବେଗ୍ଲିକରି ନ ରଅତ୍ । ମାତର୍ ବେଗ୍ଲିକରି ରଇବାର୍ ଆଲେ, ଦୁଇ ଲକ୍ ରାଜି ଉଆ । ଜେନ୍ତାରି କି ସେ ବେଗ୍ଲି ରଇବା ବେଲାଇ, ପାର୍ତନା କରିଅଇସି । ମାତର୍ ତାର୍ପଚେ ଆରିତରେକ୍ ଆସି ମିସାଆ । ଏନ୍ତାରିକଲେ ସଇତାନର୍ ପରିକାତେଇ ଅନି ତମେ ରକିଆ ପାଇସା । କାଇକେବଇଲେ ତମ୍କେ ମୁର୍ଚିକରି ରଇବା ବପୁ ଉନା ଆଚେ ।
ଏଟା ଦେକି କାବାଅଇ ଜାଆ ନାଇ । କାଇକେବଇଲେ, ସଇତାନ୍ ମିସା ନିଜେ ବାଦ୍ଲାଇଅଇ ଉଜଲର୍ ଦୁତ୍ ପାରା ଦେକାଇ ଅଇସି ।
ମୁଇ ପର୍ମେସର୍ ଟାନେଅନି ବେସି ବଡିଆ ଦର୍ସନ୍ ପାଇଲିଆଚି ବଲିକରି ବଡ୍ପନ୍ ନ ଅଇବାକେ ପର୍ମେସର୍ ମକେ ଦୁକାଇବା ଗଟେକ୍ ରଗ୍ ଦେଲା । ଏ ରଗ୍ ସଇତାନର୍ ଦୁତ୍ପାରା ମାର୍ବାକେ ମର୍ ଗାଗଡେ ଆଚେ । ଜେନ୍ତି କି ମୁଇ ଆରି ବଡ୍ପନ୍ ନ ଅଇ ।
ଜେନ୍ତିକି ସଇତାନ୍, ଆମର୍ ଉପ୍ରେ ଜିତି ନାପାରେ, କାଇକେବଇଲେ, ସେ କରିରଇବା ସବୁ ଜଜ୍ନା ଆମେ ଜାନ୍ଲୁନି ।
ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।
ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ ।