13 ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା ।
ଏ କପର୍ନାଉମର୍ ଲକ୍ମନ୍ ! ତମେ କାଇ ନିଜେ ସର୍ଗେ ଜିବାକେ ଚେସ୍ଟା କଲାସ୍ନି ? ତମେ ନର୍କେ ପିଙ୍ଗା ଅଇସି । ତମର୍ ବିତ୍ରେ ମୁଇ ଜନ୍ କାବାଅଇଜିବା କାମ୍ମନ୍ କରିରଇଲି, ସେଟା ଜଦି ସଦମ୍ ଗଡେ କରି ରଇଲେ, ସେ ଗଡ୍ ଆଜିକେ ଜାକ ରଇତା ।
ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ କେଟ୍ଲା ପଚେ ମନ୍ଦିର୍ ପାଇ ସିସ୍ତୁମାଙ୍ଗୁମନ୍ ପିତର୍କେ ପାଚାର୍ଲାଇ, “ତମର୍ ଗୁରୁ ମନ୍ଦିରର୍ ପାଇ ସିସ୍ତୁ ଦେଇସି କି ନାଇ ?”
ଜେନ୍ତାର୍ କି ଜିସାୟ ବବିସତ୍ବକ୍ତାର୍ ଏ କାତା ପୁରୁନ୍ ଅଇଲା । ସେ କଇରଇଲା,
“ଜର୍ଦନ୍ ଗାଡ୍ ସେପାଟେ ସମ୍ଦୁରେ ଜିବା ବାଟେ ରଇଲା ସବ୍ଲୁନ୍ ଆରି ନାପ୍ତାଲି ନାଉଁର୍ ଦୁଇଟା ଦେସ୍, ଅବିସ୍ବାସି ମନର୍ ଗାଲିଲି !
ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା ।
ପଚେ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଗାଲାଇ, ଆରି ବିସ୍ରାମ୍ବାର୍ କେଟ୍ଲାକେ ସେ ଜିଉଦିମନର୍ ପାର୍ତନା ଗରେ ପୁରି, ଲକ୍ମନ୍କେ ସିକାଇବାର୍ ଦାର୍ଲା ।
କେତେଦିନ୍ ଗାଲା ପଚେ ଜିସୁ ଆରି ତରେକ୍ କପର୍ନାଉମେ ବାଅଡ୍ଲାକେ, ସେ ଗରେ ଆଚେ ବଲି ଆଲା ଅଇଗାଲା ।
ଆରି ଏ କପର୍ନାଉମ୍, ସରଗ୍ ଜେତ୍କି ଉଁଚ୍, ତୁଇ କାଇ ସେତ୍କିଜାକ ଉଁଚ୍ ଅଇସୁ କି ? ପାତାଲ୍ ଜେତ୍କି ତଲେ ଆଚେ, ସେତ୍କି ତଲେ ତକେ ଆନାଅଇସି ।
ଜିସୁ ଲକ୍ମନ୍କେ କଇଲା, “ତମେ ସେ ଗାଲା କାତା ଆରିତରେକ୍ କଇସା ବଲି ମୁଇ ଜାନିରଇଲି, ଏ ଅସ ଦେଉ, ନିଜେ ତୁଇ ନିକ ଅ, ଆରି କପର୍ନାଉମେ ଜାଇ ଜାଇଟା ଗଟିଆଚେ ବଲି ଆମେ ସୁନିଆଚୁ, ସେଟା ସବୁ ଏ ଜାଗାଇ, ତର୍ ନିଜର୍ ଜନମ୍ ନଅରେ ମିସା କର୍ ।”
ତାର୍ ପଚେ ଜିସୁ, ତାର୍ ମାଆ ତାର୍ ବାଇମନ୍ ଆରି ତାର୍ ସିସ୍ମନର୍ ସଙ୍ଗ୍ କପର୍ନାଉମ୍ ଗଡେ ଜାଇ ତେଇ କେତେ ଦିନ୍ ପାରା ରଇଲାଇ ।
ଜିସୁ ଗାଲିଲିର୍ କାନା ନାଉଁର୍ ଗଡେ ଆରି ତରେକ୍ ଗାଲା । ସେ ଗଡେସେ ପାନି ଅଙ୍ଗୁର୍ ରସ୍ କରିରଇଲା । ତେଇ ରମିଅ ସାସନ୍କାରିଆର୍ ଗଟେକ୍ ମୁକିଅ ଲକର୍ ପଅ କପର୍ନାଉମେ ଜର୍ ଅଇରଇଲା ।
ସିସ୍ମନ୍ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା କପର୍ନାଉମ୍ ଜାଗାଇ ବାଉଡ୍ବାର୍ ଦାର୍ଲାଇ । ସେଡ୍କିବେଲେ ଆନ୍ଦାର୍ ଅଇ ଆଇତେ ରଇଲା । ମାତର୍ ସେ ବେଲା ଜାକ ଜିସୁ ତାକର୍ ଲଗେ ଆସି ନ ରଇଲା ।
ସେ ଜାଗାଇ ଲକ୍ମନ୍ ଜିସୁକେ ଆରି ତାର୍ ସିସ୍ମନ୍କେ ବେଟ୍ ନ ଅଇଲାକେ, ଡଙ୍ଗାମନ୍କେ ଚଗି ତାକେ କଜି କଜି କପର୍ନାଉମ୍ ଜାଗାବାଟେ ଜିବାକେ ବାରଇଲାଇ ।
ଜିସୁ କପର୍ନାଉମେ ଜିଉଦିମନର୍ ପାର୍ତନା ଗରେ ସିକିଆ ଦେବାବେଲେ ଏ ସବୁ କାତା କଇରଇଲା ।