15 “ଜର୍ଦନ୍ ଗାଡ୍ ସେପାଟେ ସମ୍ଦୁରେ ଜିବା ବାଟେ ରଇଲା ସବ୍ଲୁନ୍ ଆରି ନାପ୍ତାଲି ନାଉଁର୍ ଦୁଇଟା ଦେସ୍, ଅବିସ୍ବାସି ମନର୍ ଗାଲିଲି !
ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା ।
ଜେନ୍ତାର୍ କି ଜିସାୟ ବବିସତ୍ବକ୍ତାର୍ ଏ କାତା ପୁରୁନ୍ ଅଇଲା । ସେ କଇରଇଲା,
ଆନି ରଇବା ସବୁ ଲକ୍ମନ୍କେ ଜିସୁ ନିକ କଲା । ଗାଲିଲି ଅନି ଆରି ଦସ୍ଟା ସଅରେଅନି, ଆରି ଜିରୁସାଲାମ୍, ଜିଉଦା ଆରି ଜର୍ଦନ୍ ସେବାଟେ ରଇଲା ଜାଗାମନର୍ତେଇଅନି ବେସି ଲକ୍ମନ୍ ଜିସୁର୍ ସଙ୍ଗ୍ ଗାଲାଇ ।
ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”