19 ଜିସୁ ସେ ଦୁଇ ବାଇକେ ଡାକି କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ମାପ୍ରୁର୍ବାଟେ ଆନ୍ବାଟା ସିକାଇବି ।”
ତାର୍ପଚେ ଜିସୁ ସିସ୍ମନ୍କେ କଇଲା, “କେ ମିସା ମର୍ ସଙ୍ଗ୍ ଆଇବାକେ ମନ୍ କଲେ, ନିଜର୍ ମନ୍ କଲାଟା ସବୁ ଚାଡିଦେଇ, ନିଜର୍ କୁର୍ସ ବଇବାକେ ଅଇସି, ଆରି ମର୍ ପଚେ ପଚେ ଇଣ୍ଡ୍ବାକେ ଅଇସି ।
ଜିସୁ ତାକେ କଇଲା, “ତୁଇ ଜଦି ସିଦ୍ ଅଇବାକେ ମନ୍ କଲୁସ୍ନି ବଇଲେ, ଜାଆ ତର୍ଟାନେ ରଇବା ସବୁଜାକ ବିକି ଦେଇ, ସେ ଡାବୁ ଗରିବ୍ ଲକ୍ମନ୍କେ ଦାନ୍ କରିଦେସ୍ । ଏଟା ସବୁ କରି ସାରାଇ ମର୍ ସଙ୍ଗ୍ ଆଉ । ସେନ୍ତାର୍ କଲେ ତକେ ସର୍ଗେ ଦନ୍ ମିଲ୍ସି ।”
ଜିସୁ ଗାଲିଲି ସମ୍ଦୁର୍ ପାଲି ରଇବା ଜାଗାମନ୍କେ ବୁଲ୍ବାବେଲେ ସିମନ୍ ଜାକେ କି ପିତର୍ ବଲି କଇବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଏ ଦୁଇ ଲକ୍କେ ବେଟ୍ ଅଇଲା । ଏ ଦୁଇ ବାଇ ଗାଡେ ବଇଜାଲ୍ ମାରି ମାଚ୍ ଦାର୍ତେରଇଲାଇ ।
ସେଦାପ୍ରେ ସେମନ୍ ଜାଲ୍ ଚାଡି, ଜିସୁର୍ ପଚେ ପଚେ ଗାଲାଇ ।
ମାତର୍ ଜିସୁ ତାକେ କଇଲା, “ମରିଗାଲା ଲକ୍ମନ୍ ମଲା ଲକ୍ମନ୍କେ ତପତ୍, ତୁଇ ମର୍ ପଚେ ପଚେ ଆଉ ।”
ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
ଆରି ସେ ଜାଉ ଜାଉ ଆଲ୍ପିଅର୍ ପଅ ଲେବିକେ ରମିୟ ସର୍କାରର୍ ପାଇ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସି ରଇବାଟା ଦେକି ତାକେ କଇଲା, “ମର୍ ସଙ୍ଗ୍ ଆଉ ।” ତେଇଅନି ସେ ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟା ଚାଡି ଉଟିକରି ଜିସୁର୍ ସଙ୍ଗ୍ ଗାଲା ।
ତାର୍ପଚେ ଜିସୁ ବାରଇଜାଇ ଲେବି ନାଉଁର୍ ଗଟେକ୍ ସିସ୍ତୁମାଙ୍ଗୁ, ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟାନେ ବସିରଇବାଟା ଦେକି, ତାକେ କଇଲା, “ମର୍ସଙ୍ଗ୍ ଆଉ ।”
ତାର୍ପଚେ ଜିସୁ ଆରିଗଟେକ୍ ଲକ୍କେ କଇଲା, “ମର୍ସଙ୍ଗ୍ ଆଉ ।” ମାତର୍ ସେ କଇଲା, “ପର୍ତୁମ୍ ଜାଇ ମର୍ ବାବାକେ ଦନ୍ କରିଆଇବାଜାକ ମକେ ଆଦେସ୍ ଦିଆ ।”
ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।”
ଜିସୁ ତାକେ କଇଲା, “ଏ ଦୁନିଆଇ ଆରି ତରେକ୍ ଆଇବା ଜାକ ସେ ବଁଚି କରି ରଅ ବଲି ମୁଇ ମନ୍ କଲିନି ବଇଲେ, ଏଟାର୍ପାଇ ତୁଇ କାଇକେ ଚିନ୍ତା କଲୁସ୍ନି ? ତୁଇ ମର୍ ସଙ୍ଗ୍ ଆଉ ।”
ମୁଇ ତମର୍ଟାନେଅନି ବୁତି ମାଙ୍ଗିନାଇ, ସେଟା ସତ୍ ବଲି ତମେ କଇଲାସ୍ନି, ମାତର୍ ତମର୍ ବିତ୍ରେ କେତେ ଲକ୍ କଇଲାଇନି, ଜେ ମୁଇ ଚାଲାକି ଆରି ମର୍ ଲାଗି ତମେ ନାଡାଇଅଇଲାସ୍ ।