2 ଜିସୁ ଚାଲିସ୍ ଦିନ୍ ଚାଲିସ୍ ରାତି ଉପାସ୍ ରଇକରି ବିତାଇଲା ପଚେ, ତାକେ ବେସି ବୁକ୍ କଲା ।
ତାର୍ ଆର୍କର୍ ଦିନେ ଜିସୁ ସାକାଲ୍ ସାକାଲ୍ ଜିରୁସାଲାମ୍ ବାଉଡ୍ଲା ବେଲେ ତାକେ ବୁକ୍ କଲା ।
ମୁଇ ବୁକେ ରଇଲି, ତମେ ମକେ କୁଆଇଲାସ୍ । ମକେ ସସ୍ କଲା, ତମେ ମକେ କାଇବାକେ ଦେଲାସ୍ । ମୁଇ ଚିନାର୍ ଜାନାର୍ ନ ରଇଲି, ମକେ ତମର୍ ଗରେ ଗତିଆ କରି ଡାକ୍ଲାସ୍ ।
ମୁଇ ବୁକେ ରଇଲି, ତମେ ମକେ କାଇବାକେ ଦିଆସ୍ ନାଇ, ମକେ ସସ୍ କଲାଜେ ପାନି ଗୁଡିକ୍ ଦିଆସ୍ ନାଇ ।
ତାର୍ ଆର୍କର୍ ଦିନେ ଜିସୁ ଆରି ତାର୍ ସିସ୍ମନ୍ ବେତ୍ନିଆଇଅନି ଜିରୁସାଲାମ୍ ଆଇବାବେଲେ ଜିସୁକେ ବେସି ବୁକ୍ କଲା ।
ସର୍ତେ ଦିନ୍ ସାର୍ଲା ପଚେ ସେ ବୁକ୍କେ ବାୟାଚୁରା ଅଇଗାଲା ।
ସେ ଜାଗାଇ ଜାକୁବର୍ ଗଟେକ୍ କୁଇସାଲ୍ ରଇଲା । ଜିସୁ ଇଣ୍ଡି ଇଣ୍ଡି ତାକି ଜାଇକରି କୁଇସାଲ୍ ଲଗେ ବସି ରଇଲା । ସେବେଲା ଟିଆମୁଇଦାନ୍ ଅଇରଇଲା ।