21 ଜିସୁ ଆରି ତେଇଅନି କଣ୍ଡେକ୍ ଦୁର୍ ଆଗେ ଜାଇ ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ବେଟ୍ ଅଇଲା । ସେଡ୍କିବେଲେ ଏ ଦୁଇବାଇ ତାକର୍ ବାବା ସଙ୍ଗ୍ ଡଙ୍ଗାଇ ଜାଲ୍ ସାଜାଡ୍ତେ ରଇଲାଇ ।
ସେ ବାର୍ଟା ପେରିତ୍ମନର୍ ନାଉଁ ଅଇଲାନି, ସିମନ୍ ଜାକେକି ପିତର୍ ବଲି ଡାକ୍ବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍,
ଚଅ ଦିନ୍ପଚେ ଜିସୁ ପିତର୍, ଜାକୁବ୍ ଆରି ଜଅନ୍ ଦୁଇ ବାଇକେ ନେଇ ଗଟେକ୍ ଡେଙ୍ଗ୍ ଡଙ୍ଗ୍ରେ ଗାଲା । ତେଇ କେ ମିସା ନ ରଇଲାଇ ।
ସେ ପିତର୍କେ ଆରି ଜେବଦିର୍ ଦୁଇଟା ପିଲାମନ୍କେ ତାର୍ ସଙ୍ଗ୍ ଡାକିନେଲା । ସେଡ୍କି ବେଲେ ସେ ବେସି ଦୁକ୍ କସ୍ଟ ଆରି କିଲ୍ବିଲ୍ଅଇ,
ସେଦାପ୍ରେ ସେମନ୍ ଜାଲ୍ ଚାଡି, ଜିସୁର୍ ପଚେ ପଚେ ଗାଲାଇ ।
ଜିସୁ ସେମନ୍କେ ମିସା ଡାକ୍ଲା ଆରି ସେମନ୍ ଦାପ୍ରେ ଡଙ୍ଗା ଆରି ତାକର୍ ବାବାକେ ଚାଡିକରି ଜିସୁର୍ ସଙ୍ଗ୍ ଗାଲାଇ ।
ଜେବଦିର୍ ପ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ସେ ବିନେରିଗସ୍ ବଲି ନାଉଁ ଦେଲା, ଆର୍ ଅରତ୍ ଅଇଲାନି ମେଗ୍ନାଦର୍ ପଅମନ୍,
ଆରି ପିତର୍, ଜାକୁବ ଆରି ତାର୍ ବାଇ ଜଅନକେ ଚାଡି ଆରି କାକେ ନିଜର୍ ସଙ୍ଗ୍ ଜିବାକେ ଦେଏ ନାଇ ।
ଜିସୁର୍ କେତେଟା ସିସ୍ମନ୍ ଗଟେକ୍ ତେଇ ରୁଣ୍ଡିରଇଲାଇ । ସେମନ୍ ଅଇଲାଇନି, ସିମନ୍ ପିତର୍, ବିଦୁମ୍ ବଲି ଡାକ୍ବା ତମା ନାଉଁର୍ ସିସ୍, ଗାଲିଲି ଦେସର୍ କାନା ଗଡେ ରଇଲା ନିତନିଏଲ୍, ଜେବଦିର୍ ଦୁଇଟା ପିଲା ଜାକୁବ୍, ଜଅନ୍ ଆରି ବିନ୍ ଦୁଇଟା ସିସ୍ମନ୍ ।
ଜଅନର୍ ବାଇ ଜାକୁବ୍କେ କାଣ୍ଡା ସଙ୍ଗ୍ ମାରି ମରାଇଲା, ଜାକୁବ୍ ଜଅନର୍ ବଡ୍ ବାଇ ରଇଲା ।