22 ଜିସୁ ସେମନ୍କେ ମିସା ଡାକ୍ଲା ଆରି ସେମନ୍ ଦାପ୍ରେ ଡଙ୍ଗା ଆରି ତାକର୍ ବାବାକେ ଚାଡିକରି ଜିସୁର୍ ସଙ୍ଗ୍ ଗାଲାଇ ।
“କେମିସା ଜଦି ନିଜର୍ ମାବାବାକେ ମର୍ତେଇଅନି ଅଦିକ୍ ଆଲାଦ୍ କର୍ସି, ସେ ମର୍ ସିସ୍ ଅଇନାପାରେ । ଆରି ଜନ୍ ଲକ୍ ମକେ ଆଲାଦ୍ କର୍ବାଟାନେ ଅନି ନିଜର୍ ପିଲାଟକିକେ ଅଦିକ୍ ଆଲାଦ୍ କର୍ସି ବଇଲେ ସେ ମର୍ ସିସ୍ ଅଇବାକେ ଅଦିକାର୍ ନ ପାଏ ।
ଜିସୁ ଆରି ତେଇଅନି କଣ୍ଡେକ୍ ଦୁର୍ ଆଗେ ଜାଇ ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ବେଟ୍ ଅଇଲା । ସେଡ୍କିବେଲେ ଏ ଦୁଇବାଇ ତାକର୍ ବାବା ସଙ୍ଗ୍ ଡଙ୍ଗାଇ ଜାଲ୍ ସାଜାଡ୍ତେ ରଇଲାଇ ।
ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା ।
ଜିସୁ ସେମନ୍କେ ଦେକ୍ଲା ଦାପ୍ରେ ଡାକ୍ଲା, ଆରି ସେମନ୍ ତାକର୍ ବାବା ଜେବଦିକେ ଆରି କୁଲିଆର୍ମନ୍କେ ଡଙ୍ଗାଇ ଚାଡି ତାର୍ ସଙ୍ଗ୍ ଗାଲାଇ ।
“ଜେ ମର୍ ଲଗେ ଆସିକରି ନିଜର୍ ବାବା, ମାଆ, ମାଇଜି ପିଲା, ବାଇ ବଇନି ଆରି ନିଜ୍କେ ମର୍ତେଇଅନି ଅଦିକ୍ ଆଲାଦ୍ କର୍ସି, ସେ ମର୍ ସିସ୍ ଅଇନାପାରେ ।
ତମେମିସା ସେନ୍ତାରିସେ ମର୍ ସିସ୍ ଅଇବାକେ ମନ୍ କଲେ ତମର୍ତେଇ ରଇଲା ସବୁଟା ଚାଡିଦେବାକେ ମନ୍ କର୍ବାର୍ ଆଚେ । ନଇଲେ ତମେ ମର୍ ସିସ୍ ଅଇ ନାପାରାସ୍ ।”
ତେଇ ସେମନ୍ ସବୁ ତାକର୍ ଡଙ୍ଗା କଣ୍ଡି ଆନି ଚାଡିଦେଇକରି ଜିସୁର୍ ପଚେ ପଚେ ଗାଲାଇ ।
ଏ ଜଗତର୍ ଲକ୍ମନ୍ ବିଚାର୍ କଲାପାରା ଆମେ ଲକ୍ମନ୍କେ ବିଚାର୍ନା କରୁନାଇ । ପୁର୍ବେ ଆମେ କିରିସ୍ଟକେ ମିସା ଏ ଜଗତର୍ ଲକ୍ ବିଚାର୍ କଲାପାରା କର୍ତେରଇଲୁ । ମାତର୍ ଏବେ ଆମେ ସେନ୍ତି କରୁନାଇ ।